ନବବଧୂଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଚନ୍ଦକା ଥାନା ଶିମିଳିପାଟଣା ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତା ମହିଳା ଜଣକ ହେଲେ ଝରଣା ବେହେରା। ସେ ୬ ମାସ ତଳେ ଶିମିଳିପାଟଣାର ମାନସ ବେହେରାଙ୍କୁ ବିବାହ … Read More

ଦୁର୍ଘଟଣାରେ ଛାତ୍ର ମୃତ: କ୍ଷତିପୂରଣ ଦାବିରେ ଉତ୍ତେଜନା

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ଔପଦା ଥାନା ବଧି ଗାଁରେ ଇଟା ବୋଝେଇ ଟ୍ରାକ୍ଟର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ଔପଦା … Read More

ସୋର କୋର୍ଟରୁ ଚୋରି

ସୋର : ବାଲେଶ୍ୱର ଜିଲ୍ଲା ସୋର କୋର୍ଟରୁ ବିଳମ୍ବିତ ରାତିରେ ଚୋରି । ସୋର ଜେଏମ୍‌ଏଫସି ସିଭିଲ କୋର୍ଟର ମାଲଖାନାରେ ଗୁରୁତ୍ୱପୂର୍ଣ୍ଣ ଜିନିଷ ଚୋରୀ ହୋଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ କୋର୍ଟ ରୁମ ଖୋଲାଥିବା ୱାଚ ମ୍ୟାନ ଦେଖିବାକୁ ପାଇଥିଲେ। … Read More

ଦୁଇ ଭାଇଙ୍କୁ ଦଳିଦେଲା ହାତୀ: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକରେ ହାତୀ-ମଣିଷ ଲଢ଼େଇର କରୁଣ ପରିଣତି। ନିଜ ଦୁଇ ନାବାଳକ ପୁଅଙ୍କ ମଧ୍ୟରୁ ଜଣକୁ ହରାଇ ବୁକୁ ଫଟାଇ କାନ୍ଦୁଛି ଜନ୍ମଦାତ୍ରୀ ମାଆ। ଆଜି ସକାଳୁ ସକାଳୁ କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ଵନାଥପୁର ବନାଞ୍ଚଳ … Read More

ବନ୍ଧକାଟିଆ ଗାଁରେ ବୁଲୁଛି ବାଘ, ଆତଙ୍କିତ ଲୋକେ

କଟକ: ସାବଧାନ । ଗାଁରେ ବୁଲୁଛି ବାଘ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଗାଁର ଶାରଦା ଶତପଥୀଙ୍କ ଘରେ ଲାଗିଥିବା ସିସି ଟିଭିରେ ବାଘ ବୁଲୁଥିବା ଭିଡିଓ କଏଦ ହୋଇଛି । … Read More

ଶ୍ରୀମନ୍ଦିରରୁ ଡାଲଡା ଘିଅ ଜବତ, ସେବକଙ୍କୁ କୈଫିୟତ ମାଗିଲା ମନ୍ଦିର ପ୍ରଶାସନ

ପୁରୀ: ଶ୍ରୀମନ୍ଦିର ଭିତରୁ ଶନିବାର ଡାଲଡା ଘିଅ ଜବତ ହୋଇଛି। ଏହି ଘଟଣାରେ ଜଣେ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡାଲଡା ଘିଅ କେଉଁଥିରେ ବ୍ୟବହାର କରାଯାଉଛି ତାହା … Read More

ଡିଜିଟାଲ୍ ଆରେଷ୍ଟ୍ କରି ୩ ହଜାର କୋଟି ଲୁଟିଛନ୍ତି ସାଇବର ଠକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା । ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ । ଡିଜିଟାଲ୍ ଆରେଷ୍ଟ୍ ସ୍କାମ୍ … Read More

ପାଇଖାନା ଟାଙ୍କିରେ ପଡ଼ି ୩ ଶିଶୁ ମୃତ

ବଡ଼ମ୍ବା: ଖେଳୁଥିବା ସମୟରେ ପାଇଖାନା ଟାଙ୍କିରେ ଖସିପଡ଼ି ୩ ଶିଶୁଙ୍କର ମୃତ୍ୟୁ ଘଟିଛି। କଟକ ଜିଲା ବଡ଼ମ୍ବା ଥାନା ରଗଡ଼ିପଡ଼ାରେ ସୋମବାର ଏଭଳି ଏକ ଦୁଃଖଦ ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକମାନଙ୍କ ମଧ୍ୟରେ … Read More

ବିଜେପିରେ ସାମିଲ ହେଲେ ଅମର ପଟ୍ଟନାୟକ

ଭୁବନେଶ୍ବର : ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଏନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ମିଶ୍ରଣ … Read More

ନୂଆପଡ଼ା ପ୍ରଚାର ମଇଦାନରେ ନବୀନ

ଭୁବନେଶ୍ବର: ନୂଆପଡ଼ା ପ୍ରଚାର ମଇଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କୋମନା ତରବୋଡ଼ ନିର୍ବାଚନୀ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିଛନ୍ତି । ବିଜେପି ଉପରେ ପ୍ରହାର କଲେ ନବୀନ। କହିଲେ, ଭୋଟ ଚୋରୀ … Read More