ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି । କୋମନାରେ ରୋଡ୍‌-ସୋ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ … Read More

ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟିଲା ଯୁବକ

ବାସୁଦେବପୁର: ବାସୁଦେବପୁର ଥାନା ଅଧୀନ ଆରୁହା ପଞ୍ଚାୟତର କୁଞ୍ଚଆଢ଼ିଆ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନୈକା ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟି ଦେଇଛନ୍ତି ଜଣେ ଯୁବକ। ଅଭିଯୁକ୍ତ ଜଣକ ବିଷ୍ଣୁବିନ୍ଧା ଗ୍ରାମର ବୋଲି ଜଣାପଡ଼ିଛି। ଏହି ଘଟଣାରେ … Read More

ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ … Read More

କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ରାଜାରାଜେଶ୍ୱର ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଭୋରରୁ ଦ୍ୱାରଫିଟା ପରେ ନୀତିକାନ୍ତି ବଢିବା … Read More

ଐତିହାସିକ କଟକ ବାଲିଯାତ୍ରା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ : ଐତିହାସିକ କଟକ ବାଲିଯାତ୍ରା ଉଦଘାଟିତ । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  କଟକ ଇନ କଟକରେ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି ମୋହନ ମାଝୀ । ପ୍ରଥମେ ବୋଟ କ୍ଲବରୁ ଏକ ସୁସଜ୍ଜିତ ବୋଇତରେ ଆସି ମହାନଦୀ … Read More

ପ୍ରଚାର ପାଇଁ ୭ରେ ପୁଣି ନୂଆପଡ଼ା ଯିବେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ଧନ୍ୟବାଦ ଜଣାଇଲେ, ୭ରେ ଗସ୍ତ ଘୋଷଣା କଲେ ନବୀନ । ଆସନ୍ତା ୭ ତାରିଖରେ ପୁଣି ନୂଆପଡ଼ା ପ୍ରଚାର ପାଇଁ ଯିବେ ନବୀନ । ନୂଆପଡ଼ା ଓ ଖରିଆରରୋଡରେ ପ୍ରଚାର କରିବେ । ଏନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି … Read More

ସ୍ତ୍ରୀ, ଶାଶୂ, ଶଶୁରଙ୍କୁ କଟୁରୀରେ ହାଣିଲା ଜ୍ବାଇଁ

ବାଙ୍କୀ: ଶ୍ବଶୁର ଘରେ ଜ୍ବାଇଁର ଉନ୍ମତ୍ତକାଣ୍ଡ । ନିଜ ପତ୍ନୀ ସହ ଶାଶୂ, ଶଶୁରଙ୍କୁ କଟୁରୀରେ ହାଣିଲା ରକ୍ତମୁଖା ଜ୍ୱାଇଁ । କଟକ ଜିଲ୍ଲା ବାଙ୍କୀ ଥାନା ଶିଶୁଆ ଗାଁର ଘଟଣା । ଗାଁର ସଞ୍ଜୟ ଦାସ ନିଜ ଶ୍ୱଶୁର ଘରକୁ ଆସି … Read More

ଆନନ୍ଦପୁରରେ ବାଘ ପାଦଚିହ୍ନ, ତୀକ୍ଷଣ ନଜର ରଖିଛି ବନବିଭାଗ

ଆନନ୍ଦପୁର: ଆନନ୍ଦପୁରରେ ବାଘ ଆତଙ୍କ । ଆନନ୍ଦପୁର ବନଖଣ୍ଡ ସଢଙ୍ଗୀ ଗାଁରେ ବାଘ ପାଦ ଚିହ୍ନ ସ୍ପଷ୍ଟ ପରେ ଭୟଭୀତ ଅବସ୍ଥାରେ ଗାଁଲୋକେ । ସେପଟେ ବାଘର ପାଦ ଚିହ୍ନ ସ୍ପଷ୍ଟ ହେବା ପରେ ତୀକ୍ଷଣ ନଜର ରଖିଛି ବନ ବିଭାଗ । … Read More

ଭୁଲ ଇଞ୍ଜେକ୍ସନ ପାଇଁ ଚାଲିଗଲା ଗର୍ଭବତୀ ମହିଳାଙ୍କ ଜୀବନ !

ନବରଙ୍ଗପୁର: ମୋ ସ୍ତ୍ରୀକୁ ଇଂଜେକ୍ସନ ଦେଇଥିଲେ ନର୍ସ । ମୋ ସ୍ତ୍ରୀ ସୁସ୍ଥ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା । କିନ୍ତୁ ଇଞ୍ଜେକ୍ସନ ନେବାର କିଛି ସମୟ ଭିତରେ ହିଁ ଚାଲିଗଲା ମୋ ଗର୍ଭବତୀ ସ୍ତ୍ରୀର ଜୀବନ । ଏକଥା ଆମେ … Read More

ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ୬୯ ଟଙ୍କା ଅଧିକ ପାଇବେ ଚାଷୀ

ଭୁବନେଶ୍ୱର :  ଚାଷୀଙ୍କ ପାଇଁ ଖୁସି ଖବର ।  ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ  ୬୯ ଟଙ୍କା ଦେବେ ସରକାର ।  ଏଣିକି  … Read More