ବେଆଇନ କ୍ଲିନିକ୍ ଉପରେ ଚଢାଉ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ରାୟଗଡ଼ା: ରାୟଗଡା ଜିଲ୍ଲା ଗୁଣପୁର ସହରରେ ବେଆଇନ ଭାବରେ ଚାଲିଥିବ ଏକାଧିକ କ୍ଲିନିକ୍ ଉପରେ ଆଜି ଚଢାଉ ହୋଇଛି । ଗୁଣପୁର ଉପଜିଲ୍ଲାପାଳ ଅଭିଷେକ ଦିଲୀପ ଦୁଧାଲ ଏହି ଚଢାଉ କରି ଉକ୍ତ ଦୋକାନ ଗୁଡିକରେ କୌଣସି କାଗଜ ପତ୍ର ନଥାଇ … Read More

ସୀମା ବିବାଦକୁ ନେଇ ଉତ୍ତେଜନା; ଓସ୍ତପୁର-କୋଟପଲ୍ଲା ଗାଁରେ ପୁଣି ଲାଗିଲା ୧୬୩ ଧାରା

ଖୋର୍ଦ୍ଧା: ସୀମା ବିବାଦକୁ ନେଇ ଉତ୍ତେଜନା। ପୁଣି ଲାଗିଲା ୧୬୩ ଧାରା। ବାଘମାରୀ ଥାନାର ଓସ୍ତପୁର-କୋଟପଲ୍ଲା ଗାଁରେ ୧୬୩ ଧାରା ଲାଗୁ। ଗତକାଲି ସୀମା ବିବାଦକୁ ନେଇ ପୋଡାଜଳା ପରସ୍ଥିତି ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ … Read More

‘ଗ୍ରୀନ୍‌ ଇଣ୍ଡିଆ’ ଚିଟଫଣ୍ଡ କମ୍ପାନୀ ପରିଚାଳନା ନିର୍ଦ୍ଦେଶକଙ୍କ ଘରେ ଇଡି ରେଡ୍

ବ୍ରହ୍ମପୁର: ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ କମ୍ପାନୀ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ସିଂଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢାଉ ହୋଇଛି । ଆଜି ଇଡିର ୬ ଜଣିଆ ଦଳ ବ୍ରହ୍ମପୁର ଆଯୋଧ୍ୟାନଗର ୨ୟ ଲାଇନ୍ ସ୍ଥିତ ପ୍ରଦୀପଙ୍କ ବାସ ଭବନରେ ପହଞ୍ଚି … Read More

ନୂଆପଡା ପାଇଁ କଂଗ୍ରେସ ପ୍ରକାଶ କଲା ନିର୍ବାଚନୀ ଇସ୍ତାହାର

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ପ୍ରଥମ ଥର ଉପନିର୍ବାଚନରେ କଂଗ୍ରେସ ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି । ଦଳର ସମସ୍ତ ବରିଷ୍ଠ ନେତା, ସାଂସଦ, ବିଧାୟକ, ସଭାପତି, ପୂର୍ବତନ ସଭାପତିଙ୍କ ଉପସ୍ଥିତିରେ … Read More

ନୂଆପଡ଼ାରେ ଜୟଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କୋମନାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ସେ ଏକ ରୋଡ୍‌‌ ସୋ’ କରିଛନ୍ତି। ରୋଡ୍‌ … Read More

ରାସ୍ତା କଡ଼ରୁ ଓଏପିଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର

ରାୟଗଡ଼ା: ଓଡ଼ିଶା ସହାୟକ ଆରକ୍ଷୀ ବାହିନୀ (ଓଏପିଏଫ୍‌)ର ଜଣେ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗୌରୀ ପ୍ରସାଦ ତାଡିଙ୍ଗି। ତାଙ୍କ ମୃତଦେହ ରାୟଗଡ଼ା ବ୍ଲକ ପିତାମହଲ ଓ ଜମାଦେଇପେଣ୍ଠ ରାସ୍ତା କଡ଼ରେ ଏକ କପା ବାଡ଼ ମଧ୍ୟରେ … Read More

ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନାହିଁ କ୍ଲାସରୁମ୍ ! କୁଳପତିଙ୍କ ଅଫିସ ଆଗରେ ବସି ପଢିଲେ ଛାତ୍ରଛାତ୍ରୀ

କଟକ : କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ବସି ପାଠ ପଢିଲେ ଛାତ୍ରଛାତ୍ରୀ ।  କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଦେଖିବାକୁ ମିଳିଛି ଏପରି ଘଟଣା  ।  ଶ୍ରେଣୀଗୃହର ଛାତ ସିଲିଂ ଭାଙ୍ଗିଯାଇଛି ।  ୨୦ ଦିନ ହେବ ଏନେଇ ଅଭିଯୋଗ କରିବା ପରେ ମଧ୍ୟ … Read More

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ, ଆତ୍ମହତ୍ୟା କରିଥିବା କହିଲେ ପରିବାର ଲୋକେ

ଭୁବନେଶ୍ୱର : ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ ହେବ … Read More

OSSC ଅଫିସ ଘେରିଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ, ରେଜଲ୍ଟ ବାହାର କରି ତୁରନ୍ତ ନିଯୁକ୍ତି ଦାବି

ଭୁବନେଶ୍ବର : ଭୁବନେଶ୍ବର OSSC କାର୍ଯ୍ୟାଳୟ ଘେରାଉ କଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ। ତୁରନ୍ତ ରେଜଲ୍ଟ ବାହାର କରି ନିଯୁକ୍ତି ଦେବାକୁ ଦାବି କରିଛନ୍ତି । ନଚେତ୍ ଆତ୍ମାହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି । ଗତ ମେ ୧୭ ତାରିଖରେ … Read More

ହାଇୱା ଧକ୍କାରେ ଛାତ୍ର ମୃତ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ

ଯାଜପୁର: ହାଇୱା ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ, କ୍ଷତି ପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ । ହାଇୱା ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ନାକପୋଲ-ପାଖର ରାସ୍ତାର ତେଲୋର … Read More