ନୂଆପଡ଼ାରେ ରୋଡ ସୋ କରି ଜୟ ଢୋଲକିଆଙ୍କ ପାଇଁ ଭୋଟ ମାଗିଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା : ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରୋଡ ସୋ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆପଡ଼ାରୁ ଖରିଆର ରୋଡ ପର୍ଯ୍ୟନ୍ତ ହୋଇଛି ରୋଡ ସୋ । ଏଥିରେ ବିଜେପି ରାଜ୍ୟ ସଭାପତି … Read More
