ସୁନାବେଡ଼ାର ୮ଟି ଅତି ସମ୍ବେଦନଶୀଳ ବୁଥରେ ୭୫% ମତଦାନ

ନୂଆପଡ଼ା: ସରିଲା ନୂଆପଡ଼ା ଉପନିର୍ବାଚନ| ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ … Read More

ନୂଆପଡ଼ା ଉପନିର୍ବାଚନ: କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ

ଭୁବନେଶ୍ଵର: ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ। ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିବାରୁ କାର୍ଯ୍ୟାନୁଷ୍ଠାନ। ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ସିଇଓ କହିଛନ୍ତି ଯେ, ଶାନ୍ତି ଶୃଙ୍ଖଳାର ସହ … Read More