ମତଦାନ କେନ୍ଦ୍ରରୁ ମିଳିଲା ଭିଭିପାଟ୍ ସ୍ଲିପ୍, ଘଟଣାସ୍ଥଳରେ ଉତ୍ତେଜନା

ଚମ୍ପାରଣ: ପୂର୍ବ ଚମ୍ପାରଣର ସୁଗୈଲୀରେ ଏକ ମତଦାନ କେନ୍ଦ୍ରରେ ଭିଭିପାଟ୍ ସ୍ଲିପ୍ ମିଳିବାକୁ ନେଇ ହଙ୍ଗାମା ହୋଇଛି। ସୁଗୌଲୀରେ ନିମୁଇୟା ଓ୍ବାର୍ଡ ୧୨ରେ ମତଦାନ କେନ୍ଦ୍ର ସଂଖ୍ୟା ୨୧୯ରେ ନିର୍ବାଚନ ପରେ ବୁଧବାର ସକାଳେ ବିଦ୍ୟାଳୟ ସଫେଇ ସମୟରେ ଭିଭିପାଟ୍ ସ୍ଲିପ୍ … Read More

ସୁସ୍ଥ ହୋଇ ଘରକୁ ଫେରିଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ସ୍ଵତନ୍ତ୍ର ଆମ୍ବୁଲାନ୍ସରେ ତାଙ୍କୁ ବାସଭବନକୁ ନିଆଯାଇଛି। ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ନିଶ୍ୱାସ ପ୍ରଶ୍ଵାସ ନେବାରେ ସମସ୍ୟା ଅନୁଭବ କରିବା ପରେ ନଭେମ୍ବର ୧ ରେ ତାଙ୍କୁ ବ୍ରିଚ୍ କ୍ୟାଣ୍ଡି … Read More

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ସନ୍ଦିଗ୍ଧ ଅଟକ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨  ସନ୍ଦିଗ୍ଧ ଅଟକ । ଏକାଧିକ ତଦନ୍ତକାରୀ ସଂସ୍ଥା ଦ୍ଵାରା ଚାଲିଛି ଜେରା । ଦିଲ୍ଲୀ ଲାଲକିଲା ନିକଟରେ କାର୍ ବିସ୍ଫୋରଣ ଘଟଣାରେ ୧୨ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ତଦନ୍ତ ଦଳ । ସନ୍ଦିଗ୍ଧକୁ ସମସ୍ତ … Read More

ପ୍ରକାଶ ପାଇଲା ୟୁପିଏସସି ମୁଖ୍ୟ ପରୀକ୍ଷା ଫଳ, ୨୭୩୬ କୃତକାର୍ଯ୍ୟ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର ଫଳାଫଳ ପ୍ରକାଶ ପାଇଛି। ଏଥିରେ ୨୭୩୬ ପରୀକ୍ଷାର୍ଥି କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ସାକ୍ଷାତକାର ପରୀକ୍ଷାରେ ଅଂଶଗ୍ରହଣ କରିବା ଲାଗି ଚୟନ ହୋଇଛନ୍ତି। ଗତ ଅଗଷ୍ଟ ୨୨ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ … Read More

ଗୋବିନ୍ଦା ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ଫଳରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ରାତିରେ ଗୋବିନ୍ଦା ତାଙ୍କ ଘରେ ଅଚେତ ହୋଇଯାଇଥିଲେ। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଅଭିନେତାଙ୍କ ଅନେକ ଡାକ୍ତରୀ ପରୀକ୍ଷା କରାଯାଇଛି। … Read More

ଭୁଟାନରୁ ଫେରି ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଦିଲ୍ଲୀ ବିସ୍ଫୋରଣରେ ପୀଡିତ ଆହତଙ୍କୁ ଭେଟିଛନ୍ତି । ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଆହତଙ୍କୁ ଭେଟିଛନ୍ତି । ଏହି ହସପିଟାଲରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି … Read More

ସାମ୍ନାକୁ ଆସିଲା ଲାଲକିଲ୍ଲା ବିସ୍ଫୋରଣର ସିସିଟିଭି ଫୁଟେଜ, ବିସ୍ଫୋରଣ ପୂର୍ବରୁ ବିଭିନ୍ନ ଛକ ବୁଲିଥିଲା କାର୍

ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲାରେ ହୋଇଥିବା ବିସ୍ଫୋରଣର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଯେଉଁଥିରେ ଲାଲକିଲ୍ଲା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଭୟଙ୍କର ଦୃଶ୍ୟ କଏଦ ହୋଇଛି । ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ୧୨ ଜଣଙ୍କର … Read More

ଲାଲକିଲା ବିସ୍ଫୋରଣ ମାମଲା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ

ନୂଆଦିଲ୍ଲୀ : ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ରାଶି ଘୋଷଣା କରାଯାଇଛି । ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା … Read More

ଦିଲ୍ଲୀ ବ୍ଲାଷ୍ଟ: ଫରିଦାବାଦରୁ ଜବତ ହେଲା ‘ଲାଲ୍ କାର’

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ନଭେମ୍ବର ୧୦ ତାରିଖରେ ହୋଇଥିବା ବିସ୍ଫୋରଣ ଘଟଣାର ଏକ ପ୍ରମୁଖ ସୁରାକ ପୋଲିସ ପାଇଛି। ପୋଲିସ ଫରିଦାବାଦରୁ ଏକ ଲାଲ ଫୋର୍ଡ ଇକୋସ୍ପୋର୍ଟ କାର (ନମ୍ବର DL10CK0458) ଉଦ୍ଧାର କରିଛି, ଯାହା ପାଇଁ … Read More

ଜାନୁଆରୀ ୨୬ରେ ହୋଇଥିଲା ଦିଲ୍ଲୀ ବିସ୍ଫୋରଣ ଯୋଜନା

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା ବଡ଼ ତଥ୍ୟ । ଆତଙ୍କ ପାଇଁ ଜାନୁଆରୀ ମାସରୁ ଯୋଜନା ପ୍ରସ୍ତୁତ କରିଥିଲା ଆକ୍ରମଣକାରୀ । ଘଟଣାର ତଦନ୍ତ କରୁଥିବା ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ଯୋଜନାବଦ୍ଧ ଆକ୍ରମଣ ପାଇଁ ଜାନୁଆଣୀ ୨୬ରେ ବିଦ୍ଧିବଦ୍ଧ … Read More