ଅଲ-ଫତାହ ବିଶ୍ବବିଦ୍ୟାଳୟର ସଦସ୍ୟତା ରଦ୍ଦ

ନୂଆଦିଲ୍ଲୀ: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଘଟଣାରେ ଏ ପର୍ଯ୍ୟନ୍ତ ୧୩ ଜଣ ପ୍ରାଣ ହରାଇସାରିଲେଣି। ଏହି ମାମଲାରେ ଫରିଦାବାଦର ଅଲ-ଫତାହ ବିଶ୍ବବିଦ୍ୟାଳୟ ନାଁ ସାମ୍ନାକୁ ଆସିଛି। ଏହି ଖବର ପରେ ବିଶ୍ବବିଦ୍ୟାଳୟର ସଦସ୍ୟତା ରଦ୍ଦ କରାଯାଇଛି। ଆସୋସିଏସନ୍ … Read More

ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି: ଯାତ୍ରା ମାର୍ଗଦର୍ଶିକା ଜାରି କଲା ଦିଲ୍ଲୀ ପୁଲିସ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ପରେ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଟ୍ରେନ ଏବଂ ବିମାନ ଯାତ୍ରୀଙ୍କ ଲାଗି ପୁଲିସ ପକ୍ଷରୁ ଯାତ୍ରା ମାର୍ଗଦର୍ଶିକା ଜାରି କରାଯାଇଛି। ଯାତ୍ରୀମାନଙ୍କୁ ସମୟ ପୂର୍ବରୁ ରେଳ ଷ୍ଟେସନ, ମେଟ୍ରୋ ଷ୍ଟେସନ ଏବଂ … Read More

ଆତ୍ମସର୍ମପଣ କଲେ ଜେଜେଏମ୍‌ପି ସଂଗଠନର ଦୁଇ ହାର୍ଡକୋର୍‌ ମାଓବାଦୀ

ରାଞ୍ଚି:ଲାତେହାର ପୁଲିସ୍‌ ନିକଟରେ ଜେଜେଏମ୍‌ପି ସଂଗଠନର ଦୁଇ ହାର୍ଡକୋର ମାଓବାଦୀ ଆତ୍ମସର୍ମପଣ କରିଛନ୍ତି। ଦୁଇ ହାର୍ଡକୋର ମାଓବାଦୀ ହେଲେ ଅବଧେଶ ଲୋହାର ଓ ବ୍ରଜେଶ ଯାଦବ । ଦୁଇ ମାଓବାଦୀଙ୍କ ମୁଣ୍ଡରେ ଥିଲା ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି … Read More

ଦିଲ୍ଲୀ ବିସ୍ଫୋରଣ ଘଟଣାକୁ ତୀବ୍ର ନିନ୍ଦା କଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ: ଜାମ୍ମ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦିଲ୍ଲୀ ଲାଲକିଲ୍ଲା ନିକଟରେ ବିସ୍ଫୋରଣକୁ ତୀବ୍ର ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ ଜାମ୍ମୁ କାଶ୍ମୀର ଲୋକେ ସବୁବେଳେ ଶାନ୍ତି ଓ ଭାଇଚାରା ସିଦ୍ଧାନ୍ତରେ ବିଶ୍ବାସ ରଖନ୍ତି।  ଅବଦୁଲ୍ଲା ଏହି ଆକ୍ରମଣକୁ ନିନ୍ଦା … Read More

ଦିଲ୍ଲୀ ବିସ୍ଫୋରଣ: ବାବ୍ରି ମସଜିଦର ପ୍ରତିଶୋଧ ନେବାକୁ ଯୋଜନା କରିଥିଲେ ଆତଙ୍କୀ ଗୋଷ୍ଠୀ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ତଦନ୍ତ ବେଳେ ସାମ୍ନାକୁ ଆସିଲା ଭୟଙ୍କର ତଥ୍ୟ । ଡିସେମ୍ବର ୬ ତାରିଖରେ ଦିଲ୍ଲୀର ୬ଟି ଜନଗହଳିପୂର୍ଣ୍ଣ ସ୍ଥାନରେ ବିସ୍ଫୋରଣ ପାଇଁ ହୋଇଥିଲା ଯୋଜନା । ଦିଲ୍ଲୀ ଲାଲକିଲା ନିକଟରେ ଘଟିଥିବା ଭୟାନକ ବିସ୍ଫୋରଣ ଘଟଣାର ତଦନ୍ତ … Read More

ପୁଣେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ମୃତ

ପୁଣେ : ପୁଣେରେ ଘଟିଯାଇଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ଏଥିରେ ୮ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ପୋଲିସ ଓ ଦମକଳ ବାହିନୀ ଦୁର୍ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିବା … Read More

ଡିସେମ୍ବର ୬ରେ ୩୨ ସ୍ଥାନରେ ହୋଇଥାନ୍ତା ସିରିଜ୍ ବିସ୍ଫୋରଣ !

ନୂଆଦିଲ୍ଲୀ  : ୩୨ଟି କାରରେ ୩୨ଟି ବିସ୍ଫୋରଣ ଯୋଜନା ।  ଧାର୍ଯ୍ୟ ତାରିଖ ଥିଲା ଡିସେମ୍ବର ୬ ।  ଦିଲ୍ଲୀ ଲାଲକିଲ୍ଲା ବ୍ଲାଷ୍ଟ ତଦନ୍ତରୁ, ତଦନ୍ତକାରୀ ସଂସ୍ଥାକୁ ଏପରି ସାଂଘାତିକ ତଥ୍ୟ ମିଳିଥିବା କୁହାଯାଉଛି ।  ନଭେମ୍ବର ୧୦ରେ ଏକ ହ୍ୟୁଣ୍ଡାଇ ଆଇ … Read More

ଉମର କରିଥିଲା ଦିଲ୍ଲୀ ବିସ୍ଫୋରଣ, DNA ଟେଷ୍ଟରୁ ଜଣାପଡ଼ିଲା ସତ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା । DNA ଟେଷ୍ଟରୁ ଚିହ୍ନଟ ହେଲା ବିସ୍ଫୋରଣକାରୀ । ମାଷ୍ଟର ମାଇଣ୍ଡ ଉମର ନବୀ ବିସ୍ଫୋରଣ କରିଥିଲା । ବିସ୍ଫୋରଣ କରିଥିବା ହ୍ୟୁଣ୍ଡାଇ-i20 କାର୍ ଚଲାଉଥିଲା ଡାକ୍ତର ଉମର ଉନ୍ … Read More

ପେରୁରେ ବସ୍ ଦୁର୍ଘଟଣାରେ ୩୭ ମୃତ, ୧୩ ଆହତ

ପେରୁ: ଦକ୍ଷିଣ ପେରୁରେ ବୁଧବାର ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇ ଗଭୀର ଘାଟିକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ଅତି କମରେ ୩୭ ଜଣଙ୍କର … Read More

ଏଜି ଛକରେ ରହିବନି ଟ୍ରାଫିକ ପୋଷ୍ଟ, ନିର୍ମାଣ ହେବ ଦୁଇ ଥାକିଆ ରାସ୍ତା

ଭୁବନେଶ୍ଵର: ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ … Read More