ପୋଖରୀ ଭିତରକୁ ପଶିଲା କାର୍, ଦୁଇ ମୃତ

ଭଞ୍ଜନଗର : ପୋଖରୀକୁ ପଶିଗଲା କାର୍ । ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଗଙ୍ଗାପୁର ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ନୀଳାଞ୍ଚଳ ପାତ୍ର ଓ ସନ୍ତୋଷ ମହାପାତ୍ର । କାର୍ ଭିତରେ ମୋଟ … Read More

ASO ମୁଖ୍ୟ ଲିଖିତ ପରୀକ୍ଷା ରଦ୍ଦ, ଡିସେମ୍ବର ୭ରେ ସାନି ପରୀକ୍ଷା

କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ ।  ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ … Read More