ବିହାରରେ ନଭେମ୍ବର ୨୨ ପୂର୍ବରୁ ନୂଆ ସରକାରଙ୍କ ଶପଥ ଗ୍ରହଣ

ପାଟନା : ବିହାରରେ ବିପୁଳ ବିଜୟ ପରେ ଏନଡିଏ ପକ୍ଷରୁ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂତ୍ର ଅନୁଯାୟୀ, ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସହ-ପ୍ରଭାରୀ ବିନୋଦ ତାଓ୍ବଡ଼େ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ … Read More

ମହାମେଣ୍ଟର ପରାଜୟ ପାଇଁ ୫ଟି ପ୍ରମୁଖ କାରଣ

ପାଟନା: ଚଳିତ ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ବିପୁଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଏହି ଫଳାଫଳ ବିରୋଧୀ ମହାମେଣ୍ଟର ଅନ୍ୟତମ ଅଂଶୀଦାର ଦଳ ଆରଜେଡିକୁ ଶକ୍ତ ଧକ୍କା ପହଞ୍ଚାଇଛି। ଗତ ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଆରଜେଡି … Read More

ୟୁନୁସଙ୍କ ଭାରତଠାରୁ ଦୂରେଇ ରହିବାର ନୀତି ଅତ୍ୟନ୍ତ ବିପଦପୂର୍ଣ୍ଣ

ଢାକା : ଦେଶରେ ଚାଲୁଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଉଠାଇଛନ୍ତି। ଫାର୍ଷ୍ଟପୋଷ୍ଟ‌କୁ ଦିଆ ଏକ ବିଶେଷ ସାକ୍ଷାତକାରରେ ସେ କହିଛନ୍ତି ଯେ ଅନ୍ତରୀଣ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ବୈଦେଶିକ ନୀତି … Read More

ନୌଗାଓଁ ଥାନାରେ ବଡ ବିସ୍ଫୋରଣରେ ୯ମୃତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୁଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୁଲିସ ଥାନାର କୋଠାର ଏକ … Read More

୧୯ରେ ମିଳିବ ପିଏମ-କିଷାନର ୨୧ତମ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଆସନ୍ତା ୧୯ ତାରିଖ (ବୁଧବାର) ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ … Read More

ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । … Read More

କୋଟିଆ ସୀମାନ୍ତରେ ନିର୍ମାଣ ହେବ ତନଖି ଫାଟକ

ସେମିଳିଗୁଡା: ଆନ୍ଧ୍ରର ଅନୁପ୍ରବେଶ ରୋକିବାକୁ କୋରାପୁଟ ଜିଲାର ସୀମାନ୍ତ ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆରେ ରାଜ୍ୟ ସରକାର ତନଖି ଫାଟକ ଶୀଘ୍ର ସ୍ଥାପନ କରିବେ। ଏଥିପାଇଁ ଯୋଜନା ସରିଛି ବୋଲି କହିଛନ୍ତି ପଟାଙ୍ଗି ବିଡିଓ ରାମକୃଷ୍ଣ ନାୟକ। ନିକଟରେ ଆନ୍ଧ୍ର ଅଧିକାରୀମାନେ … Read More

ନୌଗାମ ପୁଲିସ୍ ଷ୍ଟେସନରେ ବିସ୍ଫୋରଣ ଏକ ଦୁର୍ଘଟଣା, କୌଣସି ଆତଙ୍କୀ ହମଲା ନୁହେଁ: ଡିଜିପି

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାକୁ ଏକ ଦୁର୍ଘଟଣା ବୋଲି କହିଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନଳିନ ପ୍ରଭାତ । … Read More

ରାଜନୀତି ସହ ପରିବାର ଛାଡିବା ପାଇଁ ଲାଲୁଙ୍କ ଝିଅ ରୋହିଣୀଙ୍କ ଘୋଷଣା

ନୂଆଦିଲ୍ଲୀ: ବିହାର ନିର୍ବାଚନ ଏଥର ଲାଲୁ ପରିବାରକୁ ଦୁଃଖ ଦେଇଛି। ପୂର୍ବରୁ ନିର୍ବାଚନ ସିଟ୍ ସଂଖ୍ୟା ହ୍ରାସ ପାଇଥିଲା ଆଉ ଏବେ ପରିବାର ଭାଙ୍ଗୁଥିବା ନଜର ଆସୁଛି। ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୨୪ ଘଣ୍ଟା ମଧ୍ୟରେ ଲାଲୁ ଯାଦବଙ୍କ … Read More

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ: ଭକ୍ତିପୂତ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା … Read More