ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ବାଘ ଗଣନା

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା । ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ … Read More

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍‌ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ … Read More

ଜରାଜୀର୍ଣ୍ଣ ଅବସ୍ଥାରେ ଓମଫେଡ ଦୁଗ୍ଧ ପ୍ରକୀୟାକରଣ କେନ୍ଦ୍ର

ପାରଳାଖେମୁଣ୍ଡି : ‎ ଗଜପତି ଜିଲ୍ଲାରେ ମଧ୍ୟ ପାରଳାଖେମୁଣ୍ଡି ସହରରେ ୧୯୯୩ ମସିହାରେ ଏକ ସ୍ଵତନ୍ତ୍ର ପରିସରରେ ପ୍ରତିଷ୍ଠା ହୋଇଥିଲା ଓମଫେଡଅନୁଷ୍ଠାନ। ଦୁଗ୍ଧ ଉତ୍ପାଦନକାରୀ ଚାଷୀଙ୍କ ଠାରୁ ଦୈନିକ ୫ ହଜାର ଲିଟରରୁ ଊର୍ଦ୍ଧ୍ବଦୁଗ୍ଦ ସଂଗୃହିତ ହୋଇ ଆସୁଥିଲା, ଦୁଗ୍ଧ ସଂଗ୍ରହ … Read More

ଗହୀରମଥାରୁ ୨ଟି ଟ୍ରଲର ଜବତ, ୧୯ ମସ୍ୟଜୀବୀ ଗିରଫ

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ନିଷିଦ୍ଧ ଅଂଚଳରେ ବେଆଇନ ଭାବେ ମାଛ ମାରୁଥିବା ବେଳେ ବନ ବିଭାଗର ପାଟ୍ରୋଲିଂ ଟିମ୍‌ ୨ଟି ଟ୍ରଲର ଜବତ କରିବା ସହ ଏଥିରେ ଥିବା ୧୯ ଜଣ ମସ୍ୟଜୀବୀକୁ ଗିରଫ କରିଛି। ଏସିଏଫ ମାନସ … Read More

ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି-୨୦୨୫ ପରୀକ୍ଷା ଫଳ

କଟକ: ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଫଳ । ମୋଟ ୭୨ ହଜାର ୪୧୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ, ଏଥିମଧ୍ୟରୁ ୪୮ ହଜାର ୧୫୩ କୃତକାର୍ଯ୍ୟ ହୋଇଛନ୍ତି । ମୋଟ ପାସହାର ୬୬.୫୦ ପ୍ରତିଶତ ରହିଛି । ରାଜ୍ୟର … Read More

ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ

ଭୁବନେଶ୍ଵର : ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍‌ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ । ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍ … Read More

୫ ବନ୍ଧୁକ ଜବତ: ଦୁଇ ବେପାରୀ ଗିରଫ

ଭୁବନେଶ୍ଵର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୁଲିସ୍ । ଅଭିଯୁକ୍ତଙ୍କଠାରୁ ଗୋଟିଏ କାରବାଇନ୍ … Read More

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ବର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା କରାଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ … Read More

ବିଜୟ ଲାଭ ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ଜୟ

ପୁରୀ : ନୂଆପଡ଼ା ଉପନିର୍ବାଚନରେ ବିଜେପି ବିପୁଳ ସଂଖ୍ୟାରେ ଭୋଟ ହାତେଇଛି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ହାତେଇଛନ୍ତି ନୂଆପଡ଼ା ଗଡ । ତେବେ ବିଜୟ ହାସଲ ପରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସାନିଧ୍ୟ … Read More

ଭେଣ୍ଟିଲେଟର୍‌ରେ ହ୍ୟୁମାନ : କାନ୍ଦି କାନ୍ଦି ସହାୟତା ଲୋଡିଲେ ମା’

ଭୁବନେଶ୍ବର: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି କରାଯାଇଛି। ଏମର୍ଜେନ୍ସି ବିଭାଗରେ ପ୍ରାରମ୍ଭିକ ଚିକିତ୍ସା ପରେ ମେଡିକାଲ ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ଇକ୍‌ମୋ ବିଶେଷଜ୍ଞ ଡା. ଶ୍ରୀକାନ୍ତ ବେହେରାଙ୍କ … Read More