‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ … Read More
