ଗ୍ବାଲିୟରରେ ସଡ଼କ ଦୁର୍ଘଟଣା, ୫ ମୃତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଫର୍ଚ୍ୟୁନର କାର୍, ବାଲି ବୋଝେଇ ଟ୍ରାକ୍ଟର ଏବଂ ଟ୍ରଲି ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି … Read More
