ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟିର ବଜେଟ
ଭୁବନେଶ୍ୱର: କେନ୍ଦ୍ରାପଡା ଜିଲା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ନେଇ ବୈଠକ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବୈଠକରେ କେନ୍ଦ୍ରାପଡା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହିତ କେନ୍ଦ୍ରାପଡା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏଣ୍ଡାମେଣ୍ଟ କମିଶନର ପ୍ରମୁଖ ଉପସ୍ଥିତ … Read More
