ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ, ଦିଲ୍ଲୀ ଏୟାରଲିଫ୍ଟ ଯୋଜନା
ଭୁବନେଶ୍ବର: ଭେଣ୍ଟିଲେଟରରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର । ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା । ଲିଭରରେ ସମସ୍ୟା ସହ ଶରୀରର ଏକାଧିକ ଅଙ୍ଗ ଅଚଳ ହୋଇଛି । ଆଗାମୀ ୭୨ଘଣ୍ଟା ଅତି ଗୁରୁତ୍ବପୂର୍ଣ୍ଣ … Read More
