୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ, ଇସ୍ରୋର ପ୍ରସ୍ତୁତି ଆରମ୍ଭ
ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ ଏହା … Read More
