୧୯ରେ ଭାରତ ଅଣାଯିବ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ଣୋଇ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏବଂ ଏନସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟାର ମୁଖ୍ୟ ଅଭିଯୁକ୍ତ ବୋଲି ବିବେଚିତ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ ବୁଧବାର (୧୯ ନଭେମ୍ବର, ୨୦୨୫) ଭାରତ ଅଣାଯିବ। ଦିଲ୍ଲୀ ପୁଲିସର … Read More

ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଫାର୍ମାସିରେ ଉପଲବ୍ଧ ହେବନି କଫ ସିରପ

ନୂଆଦିଲ୍ଲୀ:ମଧ୍ୟପ୍ରଦେଶରେ କଫ ସିରପ ଯୋଗୁ ଅନେକ ପିଲାଙ୍କ ମୃତ୍ୟୁର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଥିଲା। ଏପରି ଘଟଣାକୁ ରୋକିବା ପାଇଁ, ସରକାର କହିଛନ୍ତି ଯେ, ଖୁବ୍ ଶୀଘ୍ର ଏକ ନୂତନ ନିୟମ ପ୍ରଣୟନ କରିବେ। ଯଦି ଏହା କାର୍ଯ୍ୟକାରୀ ହୁଏ, … Read More

୨୦୨୭ ସୁଦ୍ଧା ସବୁ ଗାଁକୁ ରାସ୍ତା, ବିଦ୍ୟୁତ, ପାନୀୟଜଳ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ ଉତ୍ତରଦାୟୀ। ସେଥିପାଇଁ ଆପଣମାନେ ଲୋକଙ୍କ ସହିତ ମିଶନ୍ତୁ, ସାଧାରଣ ଲୋକଟିର କଥା ଧୈର୍ଯ୍ୟର … Read More

ଜଳିଗଲା ଆମ୍ବୁଲାନ୍ସ , ୩ ମୃତ

ଗୁଜରାଟ : ଗୁଜରାଟ ଅରବଲ୍ଲୀ ଜିଲ୍ଲାରେ ରୋଗୀଙ୍କୁ ନେଇ ଯାଉଥିବା ବେଳେ ଜଳିଗଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ଜୀବନ ଚାଲିଯାଇଛି । ଏହାଛଡା ଅନେକ ଲୋକ ଆହତ ହୋଇଛନ୍ତି । ଖବର ମୁତାବକ, ମୋଡାସାର ରାଣାସାୟଦ ଛକ ନିକଟରେ … Read More

କଙ୍ଗୋ ବିମାନବନ୍ଦରରେ ରନୱେରେ ଅବତରଣ ବେଳେ ବିମାନରେ ଲାଗିଲା ନିଆଁ

କଙ୍ଗୋ : କଙ୍ଗୋ ବିମାନବନ୍ଦରର ଏକ ଭିଡିଓ ବର୍ତ୍ତମାନ ଖୁବ୍ ଜୋରରେ ଭାଇରଲ ହେଉଛି । ରନୱେରେ ଅବତରଣ କରିବା ସମୟରେ ବିମାନରେ ଅଗ୍ନିକାଣ୍ଡ ଘଟିଛି ।  ଯାହା ଭାଇରଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି । ଏଥିରେ କଙ୍ଗୋର ଜଣେ ସରକାରୀ … Read More

ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କଲା ଇରାନ

ଇରାନ : ଇରାନ ଯିବାକୁ ପ୍ଲାନ ଅଛି କି ? ଏଣିକି ଇରାନ ଗଲେ ଦରକାର ପଡ଼ିବ ଭିସା । କାହିଁକି ନା ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କରିଛି ଇରାନ । ୨୨ ନଭେମ୍ବର ୨୦୨୫ଠାରୁ ଏହା ଲାଗୁ … Read More

ଅଲ-ଫଲାହରେ ଇଡି ଚଢ଼ଉ

ନୂଆଦିଲ୍ଲୀ : ଅଲ-ଫଲାହରେ ଇଡି ଚଢ଼ଉ । ଆର୍ଥିକ ଅନିୟମିତତା ଅଭିଯୋଗରେ ଚଢ଼ାଉ । ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ମାମଲାର ତଦନ୍ତ ମଧ୍ୟରେ ଅଲ-ଫଲାହ ବିଶ୍ବବିଦ୍ୟାଳୟ ମୁଖ୍ୟାଳୟ ଓ ଅନ୍ୟ ୨୪ଟି ସ୍ଥାନରେ ଇଡି ଚଢ଼ଉ କରିଛି । ଦିଲ୍ଲୀ-ଏନସିଆର, ଓଖଲା ଅଞ୍ଚଳ … Read More

ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ

ବିହାର: ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର … Read More

ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ, ଦିଲ୍ଲୀ ବିସ୍ଫୋରଣ ପୂର୍ବରୁ ଭିଡିଓ କରି କହିଥିଲା ଉମର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଆତଙ୍କୀ ଡାକ୍ତର ଉମର ନବୀର ନୂଆ ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଉମର ନବୀ ଇଂଲିଶରେ ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ ବୋଲି କହୁଛି । ଆତ୍ମଘାତୀ ଆକ୍ରମଣକୁ ସଠିକ୍ ବୋଲି କହୁଛି … Read More

ସାଉଦି ଆରବ ବସ୍ ଦୁର୍ଘଟଣା: ଚାଲିଗଲା ହାଇଦ୍ରାବାଦର ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ

ହାଇଦ୍ରାବାଦ : ସାଉଦି ଆରବ ମଦିନାରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ୪୨ ଜଣ ଭାରତୀୟଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ ଚାଲିଯାଇଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ ପିଢିଙ୍କ ଜୀବନଯାତ୍ରା ଶେଷ … Read More