ଆମେ ମାଟି ଫିଙ୍ଗିଲେ ମିସାଇଲରେ ପରିଣତ ହୁଏ: ମୁନିର

ନୂଆଦିଲ୍ଲୀ: ପାକିସ୍ତାନର ସେନା ମୁଖ୍ୟ, ଫିଲ୍ଡ ମାର୍ଶାଲ ଅସୀମ ମୁନିର (Asim Munir) ପୁଣି ଥରେ ଭାରତକୁ ଏକ ସ୍ପଷ୍ଟ ଧମକ ଦେଇଛନ୍ତି। ସେ ପୁଣି ଥରେ ମିଥ୍ୟା ଦାବି କରିଛନ୍ତି ଏବଂ ପାକିସ୍ତାନୀ ସେନାର ପ୍ରଶଂସା କରିଛନ୍ତି। ମୁନିର ଜୋର୍ଡାନର ରାଜା … Read More

ଉପମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ନେବେ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା

ବିହାର: ବିହାରରେ ନୂତନ ସରକାର ଗଠନ ପ୍ରକ୍ରିୟା ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ଏନଡିଏ ବିଧାୟକ ଦଳ ନେତା ଭାବେ ନୀତିଶ କୁମାର ନିର୍ବାଚିତ ହେବ ପରେ ବିଜେପି ବିଧାୟକ ଦଳର ନେତା ଭାବେ ସମ୍ରାଟ ଚୌଧୁରୀ ଓ ଉପନେତା … Read More

ନୀତିଶ ଜେଡିୟୁର ବିଧାୟକ ଦଳ ନେତା

ବିହାର: ବିହାରରେ ନୂତନ ସରକାର ଗଠନ ପାଇଁ ଆଜି ଏନଡିଏର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନୀତିଶ ଜେଡିୟୁର ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି । ବିହାର ବିଧାନସଭାରେ ଏନଡିଏ ସଦସ୍ୟଙ୍କ ସଂଖ୍ୟା ଗରିଷ୍ଠତା ପାଇଁ ପୁଣି … Read More

ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନର ୨୧ତମ କିସ୍ତି ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ବୁଧବାର ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ … Read More

ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ବଜା

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ପତାକା ଉତ୍ତୋଳନ ଉତ୍ସବ ପାଇଁ ଜୋରଦାରରେ ପ୍ରସ୍ତୁତି ଚାଲିଛି । ନଭେମ୍ବର ୨୫ ତାରିଖରେ ହେବାକୁ ଥିବା ପତାକା ଉତ୍ତୋଳନ ଏବଂ ପୂର୍ଣ୍ଣାହୁତି ସମାରୋହକୁ ଚୂଡାନ୍ତ କରିବା ଆରମ୍ଭ କରିଛି । ଟ୍ରଷ୍ଟର ସଂଯୋଜକ … Read More

ଅହମ୍ମଦ ସିଦ୍ଦିକିଙ୍କୁ ୧୩ ଦିନିଆ ରିମାଣ୍ଡରେ ନେଲା ଇଡି

ନୂଆଦିଲ୍ଲୀ : ୧୩ ଦିନିଆ ଇଡି ରିମାଣ୍ଡରେ ଅଲ୍ ଫଲାହ ପ୍ରତିଷ୍ଠାତା ଜାଭେଦ୍ ଅହମ୍ମଦ ସିଦ୍ଦିକି । ଡିସେମ୍ବର ୧ ତାରିଖ ଯାଏଁ ଇଡି ରିମାଣ୍ଡରେ ରହିବେ ସିଦ୍ଦିକି । ମନି ଲଣ୍ଡ୍ରିଂ ମାମଲାରେ ସିଦ୍ଦିକିଙ୍କୁ ଗତକାଲି ଗିରଫ କରିଥିଲା ଇଡି । … Read More

ଜାପାନରେ ଜଳିଗଲା ୧୭୦ରୁ ଅଧିକ କୋଠା

ଜାପାନ : ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୧୭୦ରୁ ଅଧିକ  କୋଠା ନଷ୍ଟ ହୋଇଥିବା ସୂଚନା ମିଳିଛି । ଗତକାଲି ସନ୍ଧ୍ୟା ପ୍ରାୟ ୫.୪୫ ସୁଦ୍ଧା ଏପରି ଘଟଣା ଦେଖିବାକୁ ମିଳିଛି । ସୂଚନା ପାଇବା … Read More

ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍, ୧୩ ମୃତ

ହମାସ୍ : ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍ । ଏହି ଆକ୍ରମଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନେକ ଆହତ ହୋଇଛନ୍ତି । ଆହତମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଗକୁ ମୃତ୍ୟୁହାର ବଢିବାର ସମ୍ଭାବନା ରହିଛି । … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ

ଭୁବନେଶ୍ୱର: କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍‌.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ … Read More

ରାଜ୍ୟର ୩୪ ଲକ୍ଷ ଚାଷୀଙ୍କୁ ମିଳିଲା ପିଏମ୍‌ କିଷାନ୍ ଟଙ୍କା

ଭୁବନେଶ୍ୱର: ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଓ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୁଁ ଚାହେଁ ଯେ କୃଷକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନାର ସୁବିଧା ସୁଯୋଗ ରାଜ୍ୟର ସମସ୍ତ ଯୋଗ୍ୟ ଚାଷୀ ନିଶ୍ଚିତରୂପେ … Read More