ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ: ବନ ବିଭାଗ ତତ୍ପର

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ବନ୍ଦ ନିକଟ ଋଷିକୂଲ୍ୟା ମୁହାଣ ସମୁଦ୍ର ଅଂଚଳରେ ବିରଳ ସାମୁଦ୍ରିକ କଇଁଚ୍ଛ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ସମୁଦ୍ର ମଧ୍ୟରେ ଯୋଡ଼ା ଯୋଡ଼ା ହୋଇ କଇଁଚ୍ଛମାନଙ୍କୁ … Read More

ଏସଆଇଆର ବନ୍ଦ କରିବା ଲାଗି ନିର୍ବାଚନ କମିସନଙ୍କୁ ପତ୍ର ଲେଖିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଭୋଟର ତାଲିକାର ଚାଲିଥିବା ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ରାଜନୈତିକ ଲଢ଼େଇ ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖି ଏହି ପ୍ରକ୍ରିୟାକୁ “ବିପଜ୍ଜନକ” ବୋଲି କହିଛନ୍ତି ଏବଂ … Read More

କାଶ୍ମୀର ଟାଇମ୍ସ ଅଫିସରେ ଚଢଉ: ବନ୍ଧୁକ ଓ ଗୁଳି ଜବତ କଲା ପୁଲିସ

ଜାମ୍ମୁ କାଶ୍ମୀର: ‌ଜାମ୍ମୁ-କାଶ୍ମୀର ପୁଲିସର ଷ୍ଟେଟ୍ ଇନଭେଷ୍ଟିଗେସନ ଏଜେନ୍ସି(ଏସଆଇଏ) ଗୁରୁବାର ସକାଳେ ଜାମ୍ମୁସ୍ଥିତ କାଶ୍ମୀର ଟାଇମ୍ସ ଖବରକାଗଜ ମୁଖ୍ୟ କାର୍ଯ୍ୟାଳୟରେ ଚଢଉ କରିଛି। ଚଢଉରେ କାର୍ଯ୍ୟାଳୟରୁ ଏକେ ରାଇଫଲ୍ସ, ପିସ୍ତଲ ଗୁଳି ଓ ହ୍ୟାଣ୍ଡ ଗ୍ରେନେଡର ପିନ୍ ଜବତ ହୋଇଛି। କାଶ୍ମୀର … Read More

୫ ଶାବକ ଜନ୍ମ ଦେଲା ଚିତା ମୁଖୀ

ନୂଆଦିଲ୍ଲୀ:  ‌କୁନୋ ଜାତୀୟ ଉଦ୍ୟାନରୁ ଗୁରୁବାର ପୁଣି ଖୁସିଖବର ଆସିଛି। ଏଠାରେ ପ୍ରଥମ ଭାରତୀୟ ମାଈ ଚିତା ମୁଖୀ ୫ ଶାବକଙ୍କୁ ଜନ୍ମ ଦେଇଛି। ଭାରତରେ ଜନ୍ମିତ ୩୩ ମାସର ଚିତା ମୁଖୀ ମା’ ହେବା ‘ଚିତା ପ୍ରକଳ୍ପ’ର ବଡ ଉପଲବ୍ଧି … Read More

ଦିଲ୍ଲୀ କାର ବିସ୍ଫୋରଣ ମାମଲା: ଛାତ୍ରଛାତ୍ରୀଙ୍କଠାରୁ ୪୧୫ କୋଟି ଠକିଛି ଅଲ୍‌ ଫଲାହ

ନୂଆଦିଲ୍ଲୀ: ଦିଲ୍ଲୀ କାର ବିସ୍ଫୋରଣ ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଘଟଣା ପଛର ଷଡ଼ଯନ୍ତ୍ରକାରୀମାନେ ହରିୟାଣାର ଅଲ ଫଲାହ ବିଶ୍ଵବିଦ୍ୟାଳୟରୁ ଅଧ୍ୟୟନ କରିଥିବାବେଳେ ଏହି ଶିକ୍ଷାନୁଷ୍ଠାନ ଶିକ୍ଷା ଆଢୁଆଳ​‌ରେ ‘ହ୍ବାଇଟ୍ କଲାର ଟେରର ମଡ୍ୟୁଲ’ ଅର୍ଥାତ ଆତଙ୍କବାଦ … Read More

ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କଲା ଇଡି

ନୂଆଦିଲ୍ଲୀ: ‌ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବ୍ୟବସାୟୀ ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରିଛି। ଏହି ଚାର୍ଜସିଟ ଇଂଲଣ୍ଡର ଡିଫେନ୍ସ ଡିଲର ସଞ୍ଜୟ ଭଣ୍ଡାରୀଙ୍କ ସହ ଜଡିତ ଅର୍ଥ ହେରଫେର ମାମଲାରେ ଦାୟର ହୋଇଛି। ବିଦେଶୀ ସମ୍ପତ୍ତି ଓ ଅବୈଧ ଆର୍ଥିକ ନେଣଦେଣର … Read More

ଅଲ୍-ଫଲାହ ବିଶ୍ୱବିଦ୍ୟାଳୟରୁ ୧୦ ନିଖୋଜ: ଇଡି

ନୂଆଦିଲ୍ଲୀ:  ଦିଲ୍ଳୀ ବିସ୍ଫୋରଣ ଘଟଣାର ତଦନ୍ତ କରି ବଡ଼ ସୂଚନା ଦେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଇଡି ଦାବି କରିଛି ଯେ ଅଲ୍‌-ଫଲାହ ଅଧ୍ୟକ୍ଷ ବିଦେଶ ପଳାଇବାକୁ ଚେଷ୍ଟା କରୁଥିଲେ ଏବଂ ବିଶ୍ୱବିଦ୍ୟାଳୟରୁ ୧୦ ଜଣ ନିଖୋଜ ଅଛନ୍ତି । ଦିଲ୍ଲୀ … Read More

ଗ୍ରେଟର ନୋଏଡାରେ ୩ ମହଲା କୋଠା ଭୁଶୁଡି ଚାଲିଗଲା ୪ ଜୀବନ

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ତିନି ମହଲା ବିଶିଷ୍ଟ ଏକ କୋଠାର ସେଟରିଂ ହଟାଇବା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପୋଲିସ ଏବଂ ଏନଡିଆରଏଫ ଟିମ୍ ସହାୟତାରେ ସାତ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି … Read More

୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର

ବିହାର : ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଉପମୁଖ୍ୟମନ୍ତ୍ରୀ … Read More

ୟୁକ୍ରେନ୍ ଉପରେ ଋଷର ଆକ୍ରମଣ, ୧୬ ମୃତ

କିଭ୍ : ମଙ୍ଗଳବାର ରାତିରେ ୟୁକ୍ରେନୀୟ ବାୟୁସେନା କହିଛି ଯେ ରୁଷ ରାତାରାତି ୪୭୬ ୟୁକ୍ରେନୀୟ ଲକ୍ଷ୍ୟସ୍ଥଳ ଉପରେ ନକଲି ଡ୍ରୋନ୍ ଆକ୍ରମଣ ଏବଂ ବିଭିନ୍ନ ପ୍ରକାରର ୪୮ଟି କ୍ଷେପଣାସ୍ତ୍ର ଚଳାଇଛି । ଏହି ଆକ୍ରମଣରେ ୧୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୭ … Read More