ଝାରସୁଗୁଡାରୁ ଛତିଶଗଡ଼ ଗସ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଝାରସୁଗୁଡା: ଝାରସୁଗୁଡା ବିମାନ ବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ପ୍ରଦାନ … Read More
