୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ ମାଓଦମନ

ଭୁବନେଶ୍ବର: ନକ୍ସଲ ମୂଳପୋଛ ନେଇ ଓଡ଼ିଶା ପୁଲିସର ବଡ ପଦକ୍ଷେପ । କନ୍ଧମାଳରେ ପୁଲିସ ମହାନିର୍ଦ୍ଦେଶକ ବଡ ସମୀକ୍ଷା କରି କହିଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ସୁଦ୍ଧା ମାଓଦମନ ଶେଷ ହେବ । ମାଓବାଦୀ ମୂଳପୋଛ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ … Read More

ଭଦ୍ରକରେ ୧୦୧ କୋଟି ବ୍ୟୟରେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦୋବଲ: ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି  ଐତିହାସିକ ପୀଠ ତଥା ପର୍ଯ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ … Read More

ବାରବାଟୀ ଷ୍ଟାଡିୟମରେ ଅଢ଼େଇ ହଜାର ସିଟ୍ କମାଇଲା ଓସିଏ

କଟକ : ବାରବାଟୀ ଷ୍ଟାଡିୟମରେ କମିଲା ସିଟ୍ ସଂଖ୍ୟା । ଗ୍ୟାଲେରୀ ଗୁଡ଼ିକରେ ସିଟ ସଂଖ୍ୟା ଅଢ଼େଇ ହଜାର ସିଟ୍ କମାଇଲା ଓଡ଼ିଶା କ୍ରିକେଟ ଆସୋସିଏସନ୍। ୧୯ ଇଞ୍ଚରୁ ୨୨ ଇଞ୍ଚକୁ ବୃଦ୍ଧି କରାଗଲା ସିଟ ଗୁଡ଼ିକର ଚଉଡା। କମିଶନରେଟ ପୋଲିସର ପରାମର୍ଶ … Read More

ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ: ବିଜୟ କେତନ ବିଶ୍ୱାଳ ଶ୍ରେଷ୍ଠ ଏଫଏମୟୁ

ବିଶୋଇ: ଓଡ଼ିଶା  ସରକାରଙ୍କ ଜଙ୍ଗଲ ବିଭାଗ ଦ୍ବାରା ପରିଚାଳିତ ଓଡ଼ିଶା ବନାଞ୍ଚଳ । ଉନ୍ନୟନ ପ୍ରକଳ୍ପ ଭା ଭାଗ-୨ର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପିସିସି ଏଫ ସୁରେଶ ସୁରେଶ ପନ୍ତ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର କାର୍ଯ୍ୟ … Read More

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ହୋଇପାରେ ଆହୁରି ଘନୀଭୂତ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ ।  ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ମାଲାକା ଷ୍ଟ୍ରେଟ୍ ଓ ଏହାର ପାଖାପାଖି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । … Read More

ଵସ-ସ୍କୁଟି ମୁହାଁମୁହିଁ, ୨ ମୃତ

ଚାନ୍ଦବାଲି: ଭଦ୍ରକ- ଚାନ୍ଦବାଲି ରାସ୍ତାର କମାରିଆ ଛକରେ ଵସ-ସ୍କୁଟି ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ନେଇ ଉତ୍ତେଜନା ।  କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ ।  ପୀରହାଟ ଥାନା କମାରିଆ ଛକରେ ଏକ ଘରୋଇ ଵସ ଓ ସ୍କୁଟି … Read More

ଏଣିକି ଶସ୍ତା ହେବ ବାଲି ଦର, ସରକାର ଲାଗୁ କରିବେ MSP

ଭୁବନେଶ୍ବର: ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ ।  ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ ।  ସାରା ରାଜ୍ୟରେ ଗୋଟିଏ … Read More

ବାପା ଓ ସାବତ ମାଆକୁ ହତ୍ୟା କଲା ପୁଅ

କଟକ: କଟକରେ ଡବଲ ମର୍ଡର ।  ବାପା ଓ ସାବତ ମାଆକୁ ହତ୍ୟା କଲା ନୃଶଂସ ପୁଅ । ଦରଘା ବଜାର ଓଲ୍ଡ ଜେଲ୍ କଲୋନୀରେ ହତ୍ୟାକାଣ୍ଡ ଘଟିଛି ।  ମୃତକ ହେଲେ ଦୀପକ କୁମାର ଦାସ ଓ ରିତାରାଣୀ ଦାସ ।  … Read More

ଆବାସିକ ବିଦ୍ୟାଳୟରେ ଆଉ ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ !

ମାଲକାନଗିରି: ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅଂଚଳରେ ଘଟିଛି ଏପରି ଘଟଣା। ଏଥିରେ ସଂପୃକ୍ତ ଥିବା ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଥିଲି ପୋଲିସ। ଉକ୍ତ … Read More

୨୬ରେ ସର୍ବଦଳୀୟ ବୈଠକ, ୨୭ରେ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ … Read More