ଯୁବକଙ୍କୁ ପିଟି ପିଟି ମାରିଦେଲେ, ୨ ଅଟକ
ନୟାଗଡ: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାଗଡ ଜିଲ୍ଲା ଟାଉନ୍ ଥାନା ବୃନ୍ଦାବନପୁର ଗାଁରେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ମୃତକ … Read More
