ପାକ୍ ମନ୍ତବ୍ୟକୁ ଭାରତର ଖଣ୍ଡନ
ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଅଯୋଧ୍ୟାର ଶ୍ରୀରାମ ମନ୍ଦିରରେ ଅନୁଷ୍ଠିତ ଧ୍ବଜାରୋହଣ ଉତ୍ସବ ସମ୍ପର୍କରେ ପାକିସ୍ତାନ ସରକାର ଦେଇଥିବା ମନ୍ତବ୍ୟକୁ ଭାରତ ତୀବ୍ର ନିନ୍ଦା କରିବା ସହ ଖଣ୍ଡନ କରିଛି। ବୁଧବାର ଭାରତର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି ଯେ … Read More
