ବିଶ୍ବ ଦରବାରରେ ପୁଣି ଚମକିବ ଡଙ୍ଗରିଆଙ୍କ ‘କାପଡ଼ାଗୁନ୍ଦା’: ନିୟମଗିରି ସାଲ୍ କଳାକୃତିକୁ ମିଳିବ ନୂଆ ପରିଚୟ

କୋରାପୁଟ : ପୁଣି ଚମକିବ ନିୟମଗିରିର କପଡାଗୁନ୍ଦା। ନୂଆ ଡିଜାଇନ ସହ ବଜାରକୁ ଆସିବ ବିରଳ ଜନଜାତି ତାଙ୍ଗରିଆଙ୍କ କପଡ଼ାଗୁନ୍ଦା କଳାକୃତି। ଶହ ଶହ ବର୍ଷ ଧରି ରାୟଗଡା ଓ କଳାହାଣ୍ଡି ଜିଲ୍ଲାର ନିୟମଗିରି ଅଞ୍ଚଳର କଲ୍ୟାଣସିଂହପୁର, ବିଷମକଟକ, ମୁନିଗୁଡା, ଲାଞ୍ଜିଗଡ … Read More

ବାରବାଟୀ ମ୍ୟାଚ୍‌: ବାଲିଯାତ୍ରା ପଡ଼ିଆରେ ହେବ ଫ୍ୟାନ ପାର୍କ

କଟକ : ବାରବାଟୀ ଷ୍ଟାଡିଅମରେ ହେବାକୁ ଥିବା ଟି-୨୦ ମ୍ୟାଚରେ ଓଡିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ବାଲିଯାତ୍ରାର ତଳ ଓ ଉପର ପଡିଆରେ ଫ୍ୟାନ୍‌ ପାର୍କ କରାଯିବ। ଯେଉଁ ଦର୍ଶକମାନେ ଷ୍ଟାଡିଅମରେ ଖେଳ ଦେଖିବାକୁ ବଞ୍ଚିତ ହେବେ ସେମାନେ ସୁରୁଖୁରୁରେ ଉକ୍ତ … Read More

ସମ୍ବଲପୁରରେ ମଣ୍ଡି ଖୋଲିଲା, କିନ୍ତୁ ହେଲାନି ଧାନ ସଂଗ୍ରହ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସମ୍ବଲପୁର ଏବଂ କୁଚିଣ୍ଡା ଉପଖଣ୍ଡରେ ମଣ୍ଡି ଖୋଲିଲା କିନ୍ତୁ ଧାନ ସଂଗ୍ରହ ଆରମ୍ଭ ହେଲା ନାହିଁ। ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରେ ଭାଗ ନେବା ଲାଗି ସହମତି ପ୍ରକାଶ ନ କରିବାରୁ ଗୋଟିଏ ବି ବସ୍ତା … Read More

ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର

ତାଳଚେର : ତାଳଚେରରେ ବିଜେପିର ଅପରେସନ ଲୋଟସ। ଶୁକ୍ରବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ … Read More

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ମଣ୍ଡପକୁ ଶ୍ରେଷ୍ଠ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ଵର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ଅନ୍ତିମ ତିଥିରେ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି ଓଡ଼ିଶା ପାଭିଲିୟନ୍। ଏ ସମ୍ପର୍କରେ ବାଣିଜ୍ୟ ମେଳାର ଆୟୋଜକ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ … Read More

ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି: ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ବର: ଆଉ ଜବରଦଖଲକାରୀଙ୍କୁ ନିସ୍ତାର ନାହିଁ। ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ଭଦ୍ରକ ମହିଳା ମହାବିଦ୍ୟାଳୟରେ କେତେକ ଲୋକ ଜବରଦଖଲ କରିଥିଲେ। ଆମ … Read More

ପ୍ରବଳ ଥଣ୍ଡା : ଘୁ ଉଦୟଗିରିରେ ତାପାମାତ୍ରା ୫.୪ ଡିଗ୍ରି ରେକର୍ଡ

ଜି ଉଦୟଗିରି : ଗୋଟିଏ ସପ୍ତାହର ବ୍ୟବଧାନ ‌ପରେ ପୁଣି ଥରେ ଶୀତ ଫେରିଛି। ବିଗତ ତିନି ଦିନ ହେଲା ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବଣ, ଜଙ୍ଗଲ ଓ ପାହାଡ଼ ଘେରା ଅଞ୍ଚଳରେ ଲୋକେ ଶୀତରେ ତ୍ରାହିତ୍ରାହି ଡାକୁଛନ୍ତି। ଗ୍ରାମାଞ୍ଚଳର … Read More

ଗୃହରେ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। … Read More

କେନ୍ଦ୍ରୀୟ ବିଦ୍ୟାଳୟ ସାମ୍ନାରେ ବୋମାମାଡ: ତନାଘନା କରୁଛି ଏନଆଇଏ

ଭୁବନେଶ୍ୱର : ଭୁବନେଶ୍ୱରର ଗାଡ଼କଣ ଅଞ୍ଚଳରେ ଅବସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ର ଗେଟ୍ ନମ୍ବର ୩ ସମ୍ମୁଖରେ ଶୁକ୍ରବାର ସକାଳେ ୮ଟାରୁ ଆଖପାଖ ବୋମାମାଡ ହୋଇଛି, ଯାହା ସ୍କୁଲ କ୍ୟାମ୍ପସ ସମେତ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି। … Read More

ମାଓ ନେତା ଚେତୁ ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି : ନକ୍ସଲ ସଂଗଠନ ଶେଷ ନିଶ୍ବାସ ନେଉଥିବା ବେଳେ ଜଂଗଲରେ ରହିଯାଇଥିବା ବାକି ସଦସ୍ୟ ଧୀରେଧୀରେ ନିଜନିଜ ରାଜ୍ୟର ପୁଲିସ ନିକଟରେ ଆତ୍ମସମର୍ପଣ କରୁଛନ୍ତି। ଏହି କ୍ରମରେ ଆଜି ଦୁର୍ଦ୍ଦାନ୍ତ ତଥା ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟିର ମୁଖ୍ୟ ଚେତୁ … Read More