ଆତ୍ମସମର୍ପଣ କଲେ ୧୫ ମାଓବାଦୀ
ମୁମ୍ବାଇ: ଦିନକୁ ଦିନ ଭୁଶୁଡ଼ୁଛି ମାଓଗଡ଼। ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍ଏମ୍ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ସମସ୍ତଙ୍କ ମୁଣ୍ଡରେ ମୋଟ … Read More
