ଅତିରିକ୍ତ ବଜେଟ ରାଜ୍ୟବାସୀଙ୍କ ଆଶାକୁ ଧୂଳିସାତ କରୁଛି: ନବୀନ

ଭୁବନେଶ୍ୱର: ବିଧାନସଭାରେ ଗତକାଲି ଉପସ୍ଥାପିତ ହୋଇଥିବା ଅତିରିକ୍ତ ବଜେଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ସୋସିଆଲ ମିଡିଆ ଏକ୍ସରେ ସରକାରଙ୍କୁ ଘେରିଛନ୍ତି। ସେ କହିଛନ୍ତି ବିଜେପି ସରକାର ବିଧାନସଭାରେ ଆଗତ କରିଥିବା ଅତିରିକ୍ତ ବଜେଟ … Read More

ସରକାରୀ ଅର୍ଥ ଆତ୍ମସାତ: ପିଇଓ ଗିରଫ

କନ୍ଧମାଳ: ଭିଜିଲାନ୍ସ ଜାଲରେ ପିଇଓ । ସରକାରୀ ଅର୍ଥ ଆତ୍ମସାତ୍ ଅଭିଯୋଗରେ ପିଇଓ ଗିରଫ ହୋଇଛନ୍ତି। କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କୋଇରୀମାଣ୍ଡୁ ପିଇଓ ବିନାୟକ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତ ଫେବୃଆରୀରେ ବିନାୟକ ରାଜ୍ୟ ଅର୍ଥ କମିଶନ ଯୋଜନା … Read More