ବାଂଲାଦେଶରେ ଗାୟକ ଜେମ୍ସଙ୍କ କନସର୍ଟରେ ଆକ୍ରମଣ, ୨୦ ଆହତ

ବାଂଲାଦେଶ: ଷ୍ଟେଜ୍ ଉପରେ ବର୍ଷିଲା ଇଟା ପଥର ।  ବାଂଲାଦେଶର ଏକ କନସର୍ଟ ଉପରେ ଆକ୍ରମଣ । ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ ଘଟିଛି ଘଟଣା … Read More

ନାଇଜେରିଆରେ ISIS କ୍ୟାମ୍ପ ଧ୍ବଂସ, ବହୁ ଆତଙ୍କବାଦୀ ମୃତ

ନୂଆଦିଲ୍ଲୀ: ଆମେରିକା ଆକ୍ରମଣରେ ISIS ଆତଙ୍କବାଦୀଙ୍କ ନାଇଜେରିଆ ସଂଗଠନ ଧ୍ବଂସ  । ନାଇଜେରିଆର ସୋକୋଟୋ ପ୍ରଦେଶରେ ଥିବା ISIS କ୍ୟାମ୍ପ ଧ୍ବସଂ ହୋଇ ଯାଇଛି। ସୂଚନା ଦେଇଛି ଆମେରିକା ସେନା । ବହୁ ସଂଖ୍ୟାରେ ଆତଙ୍କବାଦୀ ନିହତ  ହୋଇଛନ୍ତି । ତେବେ ଏହାର … Read More

ଆମେରିକାରେ ଭୀଷଣ ତୁଷରପାତ, ୧୮୦୦ରୁ ଅଧିକ ଫ୍ଲାଇଟ୍ ବାତିଲ

ନୂଆଦିଲ୍ଲୀ: ଆମେରିକାରେ ୧୮୦୦ରୁ ଅଧିକ ଫ୍ଲାଇଟ୍ କ୍ୟାନସଲ ।  ଭୀଷଣ ତୁଷରପାତ ଯୋଗୁ ବାତିଲ ହୋଇଛି ପ୍ରାୟ ୧୮୦୨ ଟି ବିମାନ ।  ଶୀତକାଳୀନ ଝଡ଼ ଡେଭିନ୍ ଯୋଗୁଁ ବିଭିନ୍ନ ବିମାନବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି ।  ଗତକାଲି ଅପରାହ୍ଣ ପ୍ରାୟ … Read More

ନୂଆବର୍ଷ ପରଠାରୁ ଆହୁରି ବଢିବ ସୁନା ଦର !

ନୂଆଦିଲ୍ଲୀ: ଯଦି ଆପଣ ସୁନା କିଣିବାକୁ ଯାଉଛନ୍ତି । କିମ୍ବା ଏବେ ସୁନା କିଣୁ ନାହାଁନ୍ତି ଭାବୁଛନ୍ତି କିଛି ଦିନ ପରେ କମିଯିବ ଆଉ ପରେ କିଣିବେ ତେବେ ଏହି ଖବର ଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଆପଣଙ୍କର ଏପରି … Read More

ବାଂଲାଦେଶରେ ଫସିଥିବା ହିନ୍ଦୁଙ୍କ ଜୀବନ ରକ୍ଷା କରିବାକୁ ଭାରତକୁ ନିବେଦନ

ନୂଆଦିଲ୍ଲୀ: ତାରିକ ରହମାନଙ୍କ ଫେରିବା ପରେ ବଢିଲା ବାଂଲାଦେଶୀ ହିନ୍ଦୁଙ୍କ ଭୟ ।ବାଂଲାଦେଶରେ ହିନ୍ଦୁଙ୍କ ଅବସ୍ଥା ଏପରି ହୋଇଯାଇଛି ମୁହଁ ଖୋଲିଲେ ମିଳୁଛି ମୃତ୍ୟୁ ଦଣ୍ଡ ।ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସ ଏବଂ ଅମୃତ ମଣ୍ଡଳଙ୍କୁ ନିର୍ମମ ଭାବେ ହତ୍ୟା … Read More

ଭାରତକୁ ଡ଼ରି ସୀମାରେ ଆଣ୍ଟି –ଡ୍ରୋନ୍ ସିଷ୍ଟମ ଲଗାଇଲା ପାକିସ୍ତାନ

ନୂଆଦିଲ୍ଲୀ: ଭାରତର ଅପରେସନ ସିନ୍ଦୂରକୁ ଭୁଲି ପାରୁନି ପାକିସ୍ତାନ  । ନିଜ ଜୀବନ ବଞ୍ଚାଇବାକୁ କରିଲା ନୂଆ ପ୍ଲାନ । ଭାରତର ଘନ ଘନ ଆକ୍ରମଣକୁ ଦେଖି ଛାନିଆ । ଅପରେସନ ସିନ୍ଦୂର’ରେ ଭାରତ ନିଜର ଦମ ଦେଖାଇଥିଲା । ସଫା … Read More

ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବାଲେଶ୍ଵର: ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏକ ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ ହୋଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ମୃତ ଯୁବକ ଜଣକ ହେଲେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା … Read More

୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ; ଆଜିର ଛାତ୍ରଛାତ୍ରୀ ବୈଜ୍ଞାନିକ ହୋଇ ଦେଶକୁ ଆତ୍ମନିର୍ଭର କରିବେ

କେନ୍ଦୁଝର: କେନ୍ଦୁଝରରେ ୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଗୋଟିଏ ସଭ୍ୟତାର ବିକାଶ ପଛରେ ସବୁଠାରୁ ବଡ ଭୂମିକା ବିଜ୍ଞାନ … Read More

୧୦ ଦଫା ଦାବିରେ ଡାକ୍ତରଙ୍କ ୧ ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ, ରୋଗୀ ସେବା ବ୍ୟାହତ

କଟକ : ଘଣ୍ଟାଏ ଓପିଡି ବନ୍ଦ । ରୋଗୀ ସେବା ବ୍ୟାହତ । ୧୦ ଦଫା ଦାବିରେ ଡାକ୍ତରଙ୍କ ଆନ୍ଦୋଳନ । ସାରା ଓଡ଼ିଶାରେ ଆନ୍ଦୋଳନ କରୁଛନ୍ତି ଡାକ୍ତର । ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଓପିଡ଼ି ବନ୍ଦ ରଖୁଛନ୍ତି । ଆଜି … Read More

ମିଠେଇ ଖାଇବାକୁ ଦେଇ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଶିକ୍ଷକ ଗିରଫ

ବାଙ୍ଗିରିପୋଷି: ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଶିକ୍ଷକ ଗିରଫ ।  ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ୧୧ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ।  ଘର ପାଖ ଦୋକାନକୁ ଯାଇଥିବା ବେଳେ ଜଣେ ଶିକ୍ଷକ ମିଠେଇ ଖାଇବାକୁ ଦେଇ ଦୁଷ୍କର୍ମ ଉଦ୍ୟମ … Read More