ଠାକରେ ଭ୍ରାତାଙ୍କୁ ଏକାଠି କଲା BMC ନିର୍ବାଚନ, ମେଣ୍ଟ ଘୋଷଣା କଲେ ଶିବସେନା(ୟୁବିଟି) ଓ ଏମଏନଏସ୍

ଶିବତୀର୍ଥ ୨୪।୧୨: ମହାରାଷ୍ଟ୍ରରେ ବାଲାସାହେବ ଠାକରେଙ୍କ ଶିବସେନା ପୁଣି ଥରେ ମଜଭୁତ ହେବାକୁ ଯାଉଛି। ବାଲ ଠାକରେଙ୍କ ଉତ୍ତରାଧିକାରୀ ତାଙ୍କ ପୁଅ ଉଦ୍ଧବ ଠାକରେ ଓ ପୁତୁରା ରାଜ ଠାକରେ ପାଖାପାଖି ୨୦ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। ୨୦୨୬ ବୃହନ୍ମୁମ୍ବାଇ … Read More

ବିଜେଡିକୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ : ମହାନଦୀ ବିବାଦରେ ପୂର୍ବ ସରକାର କରିପାରିଲେନି, ଆମେ ଚେଷ୍ଟା କରୁଛି

ଭୁବନେଶ୍ୱର ୨୪।୧୨ : ମହାନଦୀ ବିବାଦ ନେଇ ବିଜେଡିକୁ ଟାର୍ଗେଟ କଲେ ଆଇନମନ୍ତ୍ରୀ । ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମହାନଦୀ ପ୍ରସଙ୍ଗରେ ଆପୋଷ ସମାଧାନ ପାଇଁ ସରକାର ଚେଷ୍ଟା କରୁଛନ୍ତି … Read More

କଟକରେ ହେବନି ବାମସେଫ୍‌ର ଅଧିବେଶନ, କାହିଁକି ମନା କଲେ ହାଇକୋର୍ଟ

କଟକ୨୪/୧୨: ବାଲିଯାତ୍ରା ପଡିଆରେ ହେବାକୁ ଥିବା ବାମସେଫ ସଂଗଠନର ରାଷ୍ଟ୍ରୀୟ ଅଧିବେଶନ ଆୟୋଜନକୁ ଅଦାଲତି ଝଟ୍‌କା । କଟକ ଜିଲ୍ଲାପାଳ ଓ ଡିସିପିଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇବାକୁ ମନା କଲେ ହାଇକୋର୍ଟ ।ଏଭଳି ସମାବେଶ ଦ୍ବାରା ସାମାଜିକ ସଦ୍‌ଭାବ କ୍ଷୁର୍ଣ୍ଣ … Read More

ରାଜା ଚକ୍ରର ସାମ୍ରାଜ୍ୟ ଉପରେ ପୁଣି EOW ର ଚଢାଉ, କୋଟିଏ ଟଙ୍କାର ରେଞ୍ଜ ରୋଭର ଜବତ

ଭୁବନେଶ୍ଵର: ରାଜା ଚକ୍ରର ସାମ୍ରାଜ୍ୟ ଉପରେ ପୁଣି EOW ର ଚଢାଉ। ଏହି ସମୟରେ ରାଜଧାନୀରୁ ଦାମୀ ଗାଡି ଜବତ କରିଛି ଏଜେନ୍ସି। ଏକ କୋଟିରୁ ଉର୍ଦ୍ଧ ଟଙ୍କାର ରେଞ୍ଜ ରୋଭର ଜବତ ହୋଇଛି। ଏହା ପୂର୍ବରୁ ୫୫ ଗାଡି ଜବତ … Read More

୧୧ ଟି ନିବେଶ ପ୍ରସ୍ତାବକୁ ମଞ୍ଜୁର, ସୃଷ୍ଟି ହେବ ୭,୪୦୦ରୁ ଅଧିକ ନିଯୁକ୍ତି

ଭୁବନେଶ୍ଵର: ରାଜ୍ୟ ସରକାର ସିଙ୍ଗିଲ ଉଇଣ୍ଡୋ କ୍ଳିଅରାନ୍ସ ଦ୍ୱାରା ୧,୩୩୩ କୋଟି ନିବେଶକୁ ଅନୁମୋଦନ କରିଛନ୍ତି। ଏହା ଦ୍ଵାରା ୭,୪୦୦ ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ | ସାତଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରି ୧୧ ଟି ନିବେଶ ପ୍ରସ୍ତାବକୁ ମଞ୍ଜୁର … Read More

ରାଜ୍ୟ ସରକାରଙ୍କ ବଡ଼ ଯୋଜନା, ୬୪୫ କିଲୋମିଟରର ଦୀର୍ଘ ୩ଟି ରିଙ୍ଗ୍ ରୋଡ୍ ହେବ ନିର୍ମାଣ

ଭୁବନେଶ୍ଵର: ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ … Read More

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ, ୪ ସ୍ଥାନରେ ଚଢ଼ଉ

ସମ୍ବଲପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସେଟେଲମେଣ୍ଟ (ବନ୍ଦୋବସ୍ତ) ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଛି। ଏନେଇ ତାଙ୍କର ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ … Read More

ଶୀତକାଳୀନ ଛୁଟି ପାଇଁ ଡିସେମ୍ବର ୨୫ରୁ ଓଡ଼ିଶା ହାଇକୋର୍ଟ ବନ୍ଦ

କଟକ: ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ଡିସେମ୍ବର ୨୫ ତାରିଖରୁ ଶୀତକାଳୀନ ଛୁଟି ଘୋଷଣା କରାଯାଇଛି। ଫଳରେ ବୁଧବାର ନିୟମିତ କୋର୍ଟ ଅଧିବେଶନର ଶେଷ କାର୍ଯ୍ୟ ଦିବସ ରହିଛି। ୫ ଜାନୁଆରି ୨୦୨୬ ସୋମବାର ଠାରୁ କୋର୍ଟ ପୂର୍ଣ୍ଣାଙ୍ଗ ଭାବରେ କାର୍ଯ୍ୟ ଆରମ୍ଭ … Read More

ଫେବ୍ରୁଆରିରୁ ବିନା ପିୟୁସିରେ ପେଟ୍ରୋଲ ମିଳିବ ନାହିଁ, ‌ମାସେ ବଢ଼ିଲା ସମୟ ସୀମା

ଭୁବନେଶ୍ବର: ଓଡ଼ିଶା ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯାନବାହନ ମାଲିକମାନଙ୍କୁ ଅତ୍ୟାବଶ୍ୟକୀୟ କାଗଜପତ୍ର ନବୀକରଣ କରିବା ପାଇଁ ସମୟ ସୀମା ଗୋଟିଏ ମାସ ବଢ଼ାଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ସଡ଼କ ସୁରକ୍ଷା ଏବଂ ପ୍ରଦୂଷଣ ନିୟନ୍ତ୍ରଣ ପଦକ୍ଷେପକୁ କଡ଼ାକଡ଼ି ଭାବେ … Read More

ପୀଡିତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା

ଭୁବନେଶ୍ବର : ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖମନ୍ତ୍ରୀ ଏହି ଘଟଣାରେ … Read More