ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୨୨ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ୨୨ ଜଣ ମାଓବାଦୀ ପୋଲିସ ସମ୍ମୁଖରେ ଅସ୍ତ୍ରଶସ୍ତ୍ର ସହିତ ଆତ୍ମସମର୍ପଣ କରିଛନ୍ତି । ରାଜ୍ୟ ସରକାର ମାଓବାଦୀଙ୍କ ଉପରେ ପୁରସ୍କାର ବୃଦ୍ଧି କରିବା ପରେ ଏହି ଆତ୍ମସମର୍ପଣ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଥିବା କୁହାଯାଉଛି । … Read More

ଚାଷୀ ଆନ୍ଦୋଳନ ପାଇଁ ଯାତ୍ରୀ ହନ୍ତସନ୍ତ, ୪ଟି ବ୍ଲକରେ ଅଖ ଚକ ଠପ୍

ଉମରକୋଟ : ଧାରଣାରେ ଚାଷୀ, ଯାତ୍ରୀ ହନ୍ତସନ୍ତ ।  ନବରଙ୍ଗପୁର ଜିଲ୍ଲାରେ ଦ୍ବିତୀୟ ଦିନରେ ପହଂଚିଛି ଚାଷୀ ଆନ୍ଦୋଳନ ।  ୪ଟି ବ୍ଲକରେ ଠପ୍ ହୋଇଯାଇଛି ଚକ ଓ ଅଖ ।  ଗୁରୁତର ପ୍ରଭାବ ପଡିଛି ସାଧାରଣ ପରିବହନ ସେବା ଉପରେ ।  … Read More

ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା, କେବଳ ସିଂହଦ୍ଵାର ଦେଇ ପ୍ରବେଶ

ପୁରୀ : ଦିନକ ପରେ ବଡ଼ ଦିନ ।  ଖ୍ରୀଷ୍ଟମାସ ଏବଂ ନୂଆ ବର୍ଷରେ ଶ୍ରୀ ମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ଼ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଉଛି ସ୍ୱତନ୍ତ୍ର ବ୍ୟବସ୍ଥା … Read More

ପଲ୍ୟୁସନ ସାର୍ଟିଫିକେଟ ପାଇଁ ଏବେଠୁ ରାଜଧାନୀରେ ଗାଡ଼ି ଚାଳକଙ୍କ ଲମ୍ବାଲାଇନ୍

ଭୁବନେଶ୍ୱର : ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ କାର … Read More

ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ , ୨୦ ଛାତ୍ରଛାତ୍ରୀ ଆହତ

ବିନିକା: ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ । ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସୋନପୁର ଡୁଙ୍ଗୁରିପାଲି ନିକଟରେ ଜାତୀୟ ରାଜପଥ ୧୨୬(A)ରେ ମଙ୍ଗଳବାର ସ୍କୁଲ ପିକନିକ୍ ପାଇଁ ଯାଉଥିବା ଗୋଟିଏ ବସ୍ ଏକ ଟ୍ରାକ୍ଟରକୁ ଧକ୍କା ଦେଇଥିଲା। … Read More

ମାର୍ବାଡ଼ ମହୋତ୍ସବରେ ଯୋଗ ଦେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଓ ଲୋକସଭା ବାଚସ୍ପତି

ସମ୍ବଲପୁର: ସମ୍ବଲପୁରରେ ଲୋକସଭା ସାଂସଦ ଓମ ବିର୍ଲା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ସମ୍ବଲପୁରରେ ଆୟୋଜିତ ମାରୱାଡ଼ ମହୋତ୍ସବର ଉଦଯାପନୀ ସମାରୋହରେ ଯୋଗ ଦେଇଛନ୍ତି ।  ରାଜସ୍ଥାନ ଫାଉଣ୍ଡେସନ ଏବଂ ଖେତରାଜପୁର ମାରୱାଡ଼ି ଯୁବ ମଞ୍ଚ … Read More

କେବେ ଦୂର ହେବ ମଣ୍ଡି ସମସ୍ୟା ? ଶୀତ କାକରରେ ସାରା ରାତି ଧାରଣାରେ ବସିଲେ ଚାଷୀ

ଉମରକୋଟ: ସରୁନି ମଣ୍ଡି ସମସ୍ୟା ।  ପ୍ରବଳ ଥଣ୍ଡାକୁ ଖାତିର ନକରି ହାକ ପାଇଁ ରାଜରାସ୍ତାରେ ଧାରଣା ।  ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ ।  ଧାନ ଓ ମକା ଅଭାବୀ ବିକ୍ରିକୁ ନେଇ ନବରଙ୍ଗପୁର ଜିଲ୍ଲାର ୩ଟି … Read More

ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି

ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। … Read More

ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି

ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍‌ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍‌ଦାର। … Read More

ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ  ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। ​‌େ​‌ଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ପ୍ରତିରକ୍ଷା ଉତ୍ପାଦନ ବିଭାଗରେ … Read More