ଗଗନାୟନ ମିଶନ ପାଇଁ ସଫଳ ହେଲା ଇସ୍ରୋର ଡ୍ରୋଗ ପାରାସୁଟ୍ ପରୀକ୍ଷଣ
ନୂଆଦିଲ୍ଲୀ: ମାନବ ମିଶନ ଆଡ଼କୁ ଆଉ ପାଦେ ଅଗ୍ରସର ଭାରତ । ସଫଳତାର ସହ ଡ୍ରୋଗ ପାରସୁଟ୍ ଡିପ୍ଳଏମେଣ୍ଟ କ୍ବାଲିଫିକେସନ ଟେଷ୍ଟ କଲା ଇସ୍ରୋ । ଗଗନାୟନ କ୍ରିୟୁ ମଡ୍ୟୁଲ ପାଇଁ ଏହି ପରୀକ୍ଷା । ସଫଳତାର ସହ ଚଣ୍ଡିଗଡ଼ RTRS କେନ୍ଦ୍ରରେ … Read More
