ପୋଲିସ SI ପରୀକ୍ଷା ଘୋଟାଲା, ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର : ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ ୩ … Read More

ଦନ୍ତା ଆକ୍ରମଣରେ ଜଣେ ମୃତ ଓ ୨ ଆହତ

ସୋର : ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଖାଦ୍ୟ ଅନ୍ୱେଷଣରେ ଗାଁରେ ପଶି ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ଭୟଭୀତ ଗାଁଲୋକେ । ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ବାଉଁଶଗଢିଆ ପଞ୍ଚାୟତ କଳମୁଚୁଆ ଗାଁରେ ହାତୀ … Read More

ଦହିବରା ଖାଇ ୭୦ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ

କଣ୍ଟାମାଳ : ଦହିବରା ଖାଇ ୭୦ ଅସୁସ୍ଥ । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଗବଯୋରର ଏ ଘଟଣା । ସାପ୍ତାହିକ ହାଟରେ ଖୋଲିଥିବା ଏକ ଜଳଖିଆ ଦୋକାନୀଙ୍କ ଠାରୁ ଦହିବରା ଖାଇ ୭୦ରୁ ଅଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି … Read More

ବିଧାୟକଙ୍କ ଦରମା ବୃଦ୍ଧିର ପୁନର୍ବିଚାର ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ … Read More

ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ VB-G RAM G ବିଲ୍ ଗୃହୀତ

ନୂଆଦିଲ୍ଲୀ : ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ ପାସ୍ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ୍ (ଗ୍ରାମୀଣ) ବା ‘VB G-RAM-G ’ ବିଲ୍ ୨୦୨୫ । ଲୋକସଭାରେ ଗୃହୀତ ହେଲା VB-G RAM G … Read More

ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ, ଏୟାର ଇଣ୍ଡିଆର ଟ୍ରାଭେଲ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ ଆଶଙ୍କା । ଟ୍ରାଭେଲ ଆଡଭାଇଜରୀ ଜାରି କଲା ଏୟାର ଇଣ୍ଡିଆ । ଦିଲ୍ଲୀ ସମେତ ଉତ୍ତର ଓ ପୂର୍ବ ଭାରତରେ ଘନ କୁହୁଡ଼ି ଲାଗି ରହୁଛି । ବିଭିନ୍ନ ବିମାନବନ୍ଦରରେ … Read More

ଜଷ୍ଟିସ ସଙ୍ଗମ ସାହୁଙ୍କୁ ପଦୋନ୍ନତି ସୁପାରିସ କଲେ ସୁପ୍ରିମକୋର୍ଟ କଲେଜିଅମ

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ପଦୋନ୍ନତି ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ କଲେଜିଅମ। ଗୁରୁବାର ଅନୁଷ୍ଠିତ କଲେଜିଅମ ବୈଠକରେ ଏହି ସୁପାରିସ କରାଯାଇଛି। ଜଷ୍ଟିସ ସାହୁଙ୍କୁ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି ପଦବୀରେ ନିଯୁକ୍ତି ପାଇଁ ସୁପାରିସ କରାଯାଇଛି। … Read More

ଓମାନରେ ସର୍ବୋଚ୍ଚ ପୁରସ୍କାର ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଓମାନରେ ପହଞ୍ଚିଛନ୍ତି। ଏହି ଅବସରରେ ତାଙ୍କୁ ଓମାନ ତରଫରୁ ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ନାନିତ କରାଯାଇଛି। ଏହି ଗସ୍ତ ସମୟରେ ଭାରତ ଏବଂ ଓମାନ ମଧ୍ୟରେ ଏକ ବାଣିଜ୍ୟିକ ରାଜିନାମା ସ୍ବାକ୍ଷରିତ … Read More

ବମ୍ବେ ହାଇକୋର୍ଟକୁ ବୋମା ଧମକ

ବମ୍ବେ: ବମ୍ବେ ଉଚ୍ଚ ଅଦାଲତକୁ ବୋମା ଧମକ ଦିଅଯାଇଛି । ଫଳସ୍ଵରୂପ ନ୍ୟାୟଳୟ ପରିସରରେ ଆତଙ୍କ ସୃଷ୍ଟି ହୋଇଛି । ସୁରକ୍ଷା ଦୃଷ୍ଟିରୁ ମୁମ୍ବଇର ବାନ୍ଦ୍ରା ଏବଂ ଏସ୍ପ୍ଲାନେଡ୍ ଅଦାଲତ ସମେତ ଅନ୍ୟ ଅଦାଲତକୁ ଖାଲି କରିଦିଆଯାଇଛି । ସୂଚନା ଅନୁସାରେ … Read More

ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନର ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ

ନୂଆଦିଲ୍ଲୀ : ବିଶ୍ୱର ସବୁଠାରୁ ଉଚ୍ଚ ପ୍ରତିମୂର୍ତ୍ତି, ଷ୍ଟାଚ୍ୟୁ ଅଫ୍ ୟୁନିଟି ଡିଜାଇନ୍ କରିଥିବା ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ … Read More