୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲେଡି IIC
ଲକ୍ଷ୍ମୀପୁର : ଭିଜିଲାନ୍ସ ଜାଲରେ ଲେଡି IIC । ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା IIC ସୁକୁମା ହାଁସଦା । ୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ । କେସ୍ ଡାଏରୀ ଦାଖଲ ପାଇଁ ନେଉଥିଲେ ଲାଞ୍ଚ … Read More
