ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି । ଆଜି ଦିନ ସାଢେ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରାମଲିଙ୍ଗେଶ୍ୱର୍ ପାର୍କରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ … Read More

ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

କେନ୍ଦୁଝର : ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର । ମୃତକ ହେଲେ କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ଅତିଥି ଅଧ୍ୟାପିକାଙ୍କ ପ୍ରିୟଙ୍କା ଦାସ । ପୁରୁଷ ବନ୍ଧୁଙ୍କ ଘରେ ପ୍ରିୟଙ୍କାଙ୍କ ମୃତଦେହ … Read More

ଆଶ୍ରମ ବିଦ୍ୟାଳୟରେ ସୂଚନା ଫଳକ ପଡି ଛାତ୍ରଙ୍କ ମୃତ୍ୟୁ

କୋଟପାଡ଼ : ସୂଚନା ଫଳକ ପଡି ଛାତ୍ର ମୃତ୍ୟୁ । କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ସରକାରୀ ଉନ୍ନିତ ଆଶ୍ରମ ବିଦ୍ୟାଳୟରେ ଅଘଟଣ ଘଟିଛି । ମୃତକ ଗୁମୁଡା ପଂଚାୟତ ସୁଉନିଗୁଡା ଗାଁର ପ୍ରେମାନନ୍ଦ ଭତ୍ରା । ସେ ତୃତୀୟ ଶ୍ରେଣୀରେ ପଢୁଥିଲେ … Read More

ଗାଡ଼ି ସାଇଡମରାକୁ ନେଇ ଆକ୍ରମଣ, ଏୟାରପୋର୍ଟ ଥାନାରେ ଉତ୍ତେଜନା

ଭୁବନେଶ୍ବର : ଗାଡ଼ି ସାଇଡମରାକୁ କେନ୍ଦ୍ର କରି ଆକ୍ରମଣ । ଭୁବନେଶ୍ବର ଏୟାରପୋର୍ଟ ଥାନାରେ ଉତ୍ତେଜନା । ଘଟଣାସ୍ଥଳରେ ସ୍ଥିତି ନିୟନ୍ତ୍ରଣ ପାଇଁ ଡିସିପିଙ୍କ ପ୍ରୟାସ । ଗାଡି ସାଇଡ ମରାକୁ କେନ୍ଦ୍ରକରି ଜଣେ ଡ୍ରାଇଭରଙ୍କୁ ଆକ୍ରମଣ । ଆକ୍ରମଣରେ ଡ୍ରାଇଭର ଜଣକ … Read More

୧୮୩ ହୋମଗାର୍ଡ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ, ଏୟାରଷ୍ଟ୍ରିପରେ ବସି ଦେଲେ ଲିଖିତ ପରୀକ୍ଷା

ସମ୍ବଲପୁର : ୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ । ସମ୍ବଲପୁର ଜିଲ୍ଲାରେ ହୋମ ଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ । ଜମାଦାରପାଲି ଏୟାରଷ୍ଟ୍ରିପରେ ବସି ଏକାଠି ଲିଖିତ ପରୀକ୍ଷା ଦେଇଛନ୍ତି ଆଶାୟୀ । ୧୮୩ ହୋମଗାର୍ଡ ପଦବୀ … Read More

ଭୁବନେଶ୍ବରରେ ପହଞ୍ଚିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ

ଭୁବନେଶ୍ବର :  ଭୁବନେଶ୍ବର ଫେରିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ । ଅପହରଣର ୪୫ ଦିନ ପରେ ତାଙ୍କୁ ଉଦ୍ଧାର କରାଯାଇଛି । ଭୁବନେଶ୍ବରରେ ପହଞ୍ଚି ଆତ୍ମବିଭୋର ହୋଇପଡିଥିଲେ ଆଦର୍ଶ । ମାଆ, ସ୍ତ୍ରୀ ଓ ପୁଅକୁ ଦେଖି … Read More

ସ୍ୱାସ୍ଥ୍ୟସେବା ଦାବିରେ ୧୨ ଘଣ୍ଟା ଦେବଗଡ଼ ବନ୍ଦ

ଦେବଗଡ଼ : ୧୨ଘଣ୍ଟିଆ ଦେବଗଡ଼ ବନ୍ଦ। ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି … Read More

ମନରେଗା ନାମ ପରିବର୍ତ୍ତନକୁ ନେଇ ସଂସଦରେ ହଟ୍ଟଗୋଳ

ନୂଆଦିଲ୍ଲୀ: ସଂସଦରେ ମନରେଗା ଯୋଜନାର ନାମ ପରିବର୍ତ୍ତନ କରି “ଜି-ରାମ-ଜି” ଯୋଜନା ନାମିତ ପ୍ରସ୍ତାବ ପରେ ପ୍ରବଳ ହଙ୍ଗାମା । ପ୍ରିୟଙ୍କା ଗାନ୍ଧୀ ଓ ଶଶୀ ତରୁରଙ୍କ ନେତୃତ୍ଵରେ ଗାନ୍ଧୀ ମୂର୍ତ୍ତି ତଳେ ବିରୋଧୀ ସାଂସଦଙ୍କ ପ୍ରତିବାଦ । ଆଜି ଲୋକସଭାରେ ଅଧିବେଶନର … Read More

ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କୁ ବଡ ଆଶ୍ଵସ୍ତି

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ଵସ୍ତି ମିଳିଛି। ମନି ଲଣ୍ଡ୍ରିଂ ନେଇ ଦିଲ୍ଲୀ କୋର୍ଟ ଇଡି ଚାର୍ଜସିଟ୍‌କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଇଡି ଚାର୍ଜ ସିଟ୍ ଉପରେ ବିଚାର କରିବାକୁ କୋର୍ଟ ମନା କରିଛନ୍ତି। … Read More

ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ବିଭ୍ରାଟ, ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ

କୋଲକତା : ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ ଘୋଷ … Read More