ସରକାରୀ ଅର୍ଥ ହଡ଼ପ; ପଟ୍ଟାମୁଣ୍ଡାଇ କନିଷ୍ଠ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର: କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ (ଜେଇ) ରତ୍ନେଶ କୁମାର ପାଣ୍ଡେଙ୍କୁ ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ମଙ୍ଗଳବାର ଦିନ ଓଡିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ … Read More

ବ୍ରାଉନ ସୁଗାର ବେପାରୀଙ୍କ ଘର ଭାଙ୍ଗିଲା ପ୍ରଶାସନ

ପୁରୀ : ପୁଣି ନିଶା ବେପାରୀଙ୍କ ଘରେ ବୁଲିଲା ବୁଲଡୋଜର । ପୁରୀ ନୀଳାଚକ୍ର ନଗରରେ ଥିବା ବ୍ରାଉନ ସୁଗାର ବେପାରୀ ଟିକି ଖାନ୍ ଙ୍କ ଘର ଭାଙ୍ଗିଲା ପ୍ରଶାସନ । ଦୁଇଟି ଜେସିବି ସାହାଯ୍ୟରେ ଘର ଭଙ୍ଗାଯାଉଛି । ଡିସେମ୍ବର ୪ … Read More

ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ ୧୨ … Read More

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ଭଦ୍ରକ: ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର । ଚରମ୍ପା ମାଲ୍‌ ଗୋଦାମ ପାଖରେ ପୋଲିସ ଏନ୍‌କାଉଣ୍ଟର କରିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ ଏନକାଉଣ୍ଟର ହୋଇଥିବା ଭଦ୍ରକ ଏସପି ମନୋଜ ରାଉତ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଅପରାଧୀ ବୁଦ୍ଧିଆ … Read More

ଆଜି ଧନୁ ସଂକ୍ରାନ୍ତି, ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଚାଲିବ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି।  ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ … Read More

ନାବାଳିକାଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି ରାଜ୍ୟ ରାଜଧାନୀ: ନବୀନ

ଭୁବନେଶ୍ବର : ଭୁବନେଶ୍ବରର ଧଉଳିରେ ଗତକାଲି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିଲା|  ଧଉଳି ନିକଟ ଦୟା ନଦୀ ପଠାରେ ଗଣଦୁଷ୍କର୍ମ ଅଭିଯୋଗ । ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ପାଞ୍ଚ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।  … Read More

୨୦୨୬ ପାଇଁ ପ୍ରକାଶ ପାଇଲା ସ୍କୁଲ ଛୁଟି ତାଲିକା

ଭୁବନେଶ୍ବର:ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ … Read More

୨୧ରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ !

ଭୁବନେଶ୍ବର:ଆସନ୍ତା ୨୧ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ସେହି କାର୍ଯ୍ୟକ୍ରମରେ ସେ ​‌ଯୋଗଦେବା ସମ୍ଭାବନା ରହିଛି। ହେଲେ ଏନେଇ ଶାହାଙ୍କ … Read More

ଆସନ୍ତା କାଲି ଅପରାହ୍ନ ୨ଟାରୁ ୪.୩୦ ପରିବର୍ତ୍ତେ ୧.୩୦ରୁ ୪ଟା ଯାଏଁ ହେବ OTET ପରୀକ୍ଷା

ଭୁବନେଶ୍ବର: ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ତେବେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, … Read More

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ଚାର୍ଜସିଟ୍ ଦାଖଲ କଲା ଏନଆଇଏ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ସୋମବାର ଚାର୍ଜସିଟ୍ ଦାଖଲ କରିଛି। ଜମ୍ମୁର ଏକ ସ୍ୱତନ୍ତ୍ର ଏନଆଇଏ କୋର୍ଟରେ ଏହି ଚାର୍ଜସିଟ୍ ଦାଖଲ କରାଯାଇଛି। ଏଥିରେ ଲସ୍କର-ଏ-ତୈବା ଆତଙ୍କବାଦୀ ସାଜିଦ ଜଟ୍ଟଙ୍କୁ ଆକ୍ରମଣର ମାଷ୍ଟରମାଇଣ୍ଡ ବୋଲି ନାମ … Read More