ଟ୍ରମ୍ପଙ୍କୁ ନୂତନ ଫିଫା ଶାନ୍ତି ପୁରସ୍କାର

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ ଫିଫା ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି । ନୋବେଲ୍ ଶାନ୍ତି ପୁରସ୍କାର ପାଇଁ ଖୋଲାଖୋଲି ପ୍ରଚାର କରିଥିବାରୁ ଟ୍ରମ୍ପଙ୍କୁ ନୂତନ ଭାବରେ ଗଢା ହୋଇଥିବା ଫିଫା ପୁରସ୍କାର ଜିତିବା ପାଇଁ ଚୟନ କରାଯାଇଥିଲା । … Read More

ବିମାନ ଯାତ୍ରୀଙ୍କଠାରୁ ମନମୁଖୀ ଭଡ଼ା ଆଦାୟ ଉପରେ ବ୍ରେକ ଲଗାଇଲେ ସରକାର

ନୂଆଦିଲ୍ଲୀ : ଇଣ୍ଡିଗୋ ସଙ୍କଟ ଯୋଗୁଁ ଶହ ଶହ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଏହାରି ମଧ୍ୟରେ ଅନେକ ବିମାନର ଭଡ଼ା ବୃଦ୍ଧି ପାଇଛି । ଯାହା ଫଳରେ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା । ତେଣୁ ଯାତ୍ରୀଙ୍କ ସୁବିଧାକୁ … Read More

ହାଇଦ୍ରାବାଦ ବିମାନବନ୍ଦରକୁ ପୁଣି ବୋମା ଧମକ

ହାଇଦ୍ରାବାଦ : ତେଲେଙ୍ଗାନାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରକୁ ପୁଣି ବୋମା ଧମକ । ଆଜି ଦୁଇଟି ଅଲଗା ଅଲଗା ବିମାନ ବନ୍ଦରକୁ ଇମେଲରେ ଧମକ ମିଳିଛି । ଏହି ଧମକ ଏୟାରପୋର୍ଟର କଷ୍ଟମର ସପୋର୍ଟ ଆଇଡିକୁ ମିଳିଥିଲା । ସୂଚନାନୁଯାୟୀ, … Read More

ଫସି ରହିଥିବା ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ, ବିଭିନ୍ନ ରୁଟରେ ୧୧୬ କୋଚ ବଢିଲା

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ । ଇଣ୍ଡିଗୋ ବିମାନ ବାତିଲ ଯୋଗୁଁ ଫସି ରହିଥିବା ଯାତ୍ରୀଙ୍କ ସହାୟତା ପାଇଁ ବିଭିନ୍ନ ରୁଟରେ ଚଳାଚଳ କରୁଥିବା ଯାତ୍ରୀବାହୀ ରେଳଗାଡିଗୁଡିକର ୧୧୬ଟି ଅତିରିକ୍ତ କୋଚ ଲଗାଇଛି ଭାରତୀୟ ରେଳବାଇ। ଦେଶର ବିଭିନ୍ନ … Read More

ଦୁର୍ଘଟଣା ହ୍ରାସ କରିବାକୁ କଳିଙ୍ଗା ଘାଟିରେ ପରୀକ୍ଷାମୂଳକ ଭାବେ ଲାଗିଲା ସତର୍କ ଘଣ୍ଟି

ଭୁବନେଶ୍ୱର : ଶୀତଦିନେ ଘାଟିଗୁଡିକରେ ସଡ଼କ ଦୁର୍ଘଟଣା ଚିନ୍ତାର କାରଣ ପାଲଟିଛି ।  ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ପରୀକ୍ଷାମୂଳକ ଭାବେ କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ସତର୍କ ଘଣ୍ଟିର ପଦକ୍ଷେପ ନେଇଛି । ଆଇଆଇଟି ଭୁବନେଶ୍ୱର ସହଭାଗିତାରେ … Read More

ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀରେ ଦୁଇଦିନିଆ ଗ୍ଲୋବାଲ ଏନର୍ଜି ସମିଟର ଶୁଭାରମ୍ଭ ।  ଅକ୍ଷୟ ଶକ୍ତି ଓ ଗ୍ରୀନ ଟେକନୋଲୋଜି ନେଇ ସମ୍ମିଳନୀରେ ହୋଇଛି  ଆଲୋଚନା ।  ଓଡିଶା ଅକ୍ଷୟ ଶକ୍ତି ଓ ଗ୍ରୀନ୍ ଟେକ୍ନୋଲୋଜି କ୍ଷେତ୍ରରେ ବହୁତ ଅଗ୍ରଗତି କରିଥିବା କହିଛନ୍ତି କେନ୍ଦ୍ର … Read More

ସ୍ୱାମୀ ହନ୍ତା ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି ଆଠଗଡ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରାଜକୁମାର ଦାସ ଶନିବାର ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣାର ବିବରଣୀରୁ ପ୍ରକାଶ, ୨୦୨୨ ଫେବୃୟାରୀ ୨୨ ତାରିଖ ଦିନ … Read More

ଦୁର୍ଘଟଣାରେ ୨ ବାଇକ ଆରୋହୀ ମୃତ

ବଣାଇ : ଟ୍ରଲରରେ ପିଟି ହେଲା ବାଇକ ।  ଚାଲିଗଲା ଦୁଇଜଣଙ୍କ ଜୀବନ ।  ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନମ୍ବର ଜାତୀୟ ରାଜପର ଲୁଥୁର୍ବା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ମୃତକ ହେଲେ ଟିକ୍ରାପୋଷ ଗାଁର ଯଶକେତନ … Read More

ବନ୍ଧୁକ ଚାଲାଣ ରାକେଟ ଠାବ, କାରରୁ ୧୧ ମାଉଜର ଜବତ

ଭୁବନେଶ୍ୱର : ରାଜଧାନୀରେ ହାଇପ୍ରୋଫାଇଲ ବନ୍ଧୁକ ଚାଲାଣ ରାକେଟ ।  କାର୍ ଭିତରୁ ଜବତ ହେଲା ୧୧ ମାଉଜର ।  ଭୁବନେଶ୍ବର ଖଣ୍ଡଗିରି ଅଞ୍ଚଳରୁ ଜବତ କଲା ସ୍ପେଶାଲ କ୍ରାଇମ ୟୁନିଟ ।  ଏକ କାର୍ ଯୋଗେ ବନ୍ଧୁକ ବିହାରରୁ ବ୍ରହ୍ମପୁର ଅଭିମୁଖେ … Read More

ହାତୀ ଆକ୍ରମଣରେ ଯୁବକ ମୃତ

କରଞ୍ଜିଆ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ।  ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ପାର୍ବତୀପୁର ଗାଁ ଆମ୍ବ ବଗିଚାରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଶୁକୃଳି ମେଡିକାଲ ଓ ପରେ କେନ୍ଦୁଝର ଜିଲ୍ଲା … Read More