୨ ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ
ଭୁବନେଶ୍ବର: ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ । ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ । ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ହଜାର ହଜାର ଶିକ୍ଷକ ଏବଂ … Read More
