କିଟ୍ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷ … Read More
