ପକ୍ଷୀ ଶିକାର କରି ୪ ନାବାଳକ ଗିରଫ, ୨ ମୃତ ବିଦେଶୀ ପକ୍ଷୀ ଜବତ

ବ୍ରହ୍ମଗିରି : ପକ୍ଷୀ ଶିକାର ବେଳେ ବ୍ରହ୍ମଗିରି ବନବିଭାଗ ଚଢ଼ାଉ କରି ୪ ଜଣ ନବାଳକଙ୍କୁ ଧରିବା ସହ ୨ ଟି ମୃତ ବିଦେଶୀ ପକ୍ଷୀ ଜବତ କରିଛି । ବ୍ରହ୍ମଗିରି ବନବିଭାଗ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ରାତି ଅଧରୁ … Read More

ପ୍ରଶ୍ନପତ୍ର ଲିକ୍: ବାତିଲ ହେଲା ANM ପରୀକ୍ଷା

 ମାଲକାନଗିରି : ବାତିଲ ହେଲା ANM ପରକ୍ଷା । ମାଲକାନଗିରି ଜିଲ୍ଲାରେ ANM ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହୋଇଛି ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ … Read More

୨ ଦଫା ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ

ଭୁବନେଶ୍ବର: ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ ।  ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ ।  ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ହଜାର ହଜାର ଶିକ୍ଷକ ଏବଂ … Read More

କାଉଡ଼ିଆ ନଦୀରେ ବୁଡ଼ିଲା ଡଙ୍ଗା, ମତ୍ସ୍ୟଜୀବୀ ନିଖୋଜ

ପାରାଦୀପ: ବୁଡ଼ିଗଲା ଡଙ୍ଗା, ମତ୍ସ୍ୟଜୀବୀ ନିଖୋଜ ।  ପାରାଦୀପ ଅଠରବାଙ୍କି ବାଲିପ୍ଲଟ ନିକଟ କାଉଡ଼ିଆ ନଦୀରେ ଡଙ୍ଗା ବୁଡ଼ି ଜଣେ ଯାଇ ଜଣେ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି ।  ନିଖୋଜ ମତ୍ସ୍ୟଜୀବୀ ଜଣକ ଯଦୁପୁର ଗାଁର ପ୍ରଫୁଲ୍ଲ ବେହେରା ।  ନଦୀରୁ ଜୁଆର … Read More

ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର: ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା ।  ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।  ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା ହୋଇଛି ।  ସକାଳ … Read More

ଟିକେଟ ପାଇଁ ଶୀତ କାକରରେ ସାରା ରାତି ଅପେକ୍ଷା କଲେ କ୍ରିକେଟ୍ ପ୍ରେମୀ

ଭୁବନେଶ୍ବର: ବାରବାଟୀ ମ୍ୟାଚ ଟିକେଟ୍ ପାଇଁ ଅସମ୍ଭାଳ ଭିଡ଼ ।  ଆଜିଠାରୁ ଅଫ ଲାଇନରେ କାଉଣ୍ଟରରେ ୧୦ ହଜାର ଟିକେଟ୍ ବିକ୍ରୀ ହେବ। ଜଣଙ୍କୁ ଦି ଖଣ୍ଡ ଟିକେଟ୍ । ଦି ଟି ଟିକେଟ୍ ପାଇଁ ରାତିରୁ ଷ୍ଟାଡିୟମ ନିକଟରେ ଜମା ହୋଇଛନ୍ତି … Read More

ଜବତ ଗଞ୍ଜେଇ ହେରଫେର ଅଭିଯୋଗ: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଆଦେଶ ଅନୁସାରେ ବର୍ତ୍ତମାନ ସେ ବ୍ରହ୍ମପୁର … Read More

ଶିଶୁକନ୍ୟାକୁ ହତ୍ୟା କଲା ମାଆ !

ପୁରୀ:ପାରିବାରିକ କଳହର ଦୁଃଖଦ ପରିଣାମ । ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁକନ୍ୟାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଘଟିଥିବା ଏହି ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। … Read More

ଲାଞ୍ଚ ନେଇ ବନ୍ଧା ହେଲେ ବନ୍ଧବାହାଲ ସେକ୍ସନ ଫରେଷ୍ଟର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ବନ ଅଧିକାରୀ। ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବନ୍ଧବାହାଲ ସେକ୍ସନ ଫରେଷ୍ଟର ଗୌରାଙ୍ଗ ସାହୁ। ଏହି ଘଟଣାରେ ଫରେଷ୍ଟରଙ୍କୁ ଅଟକ ରଖାଯାଇଥିବା ବେଳେ ଭିଜିଲାନ୍ସ ଏକ … Read More

ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ୧୪୩୦ ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ବିଶ୍ଵବିଦ୍ୟାଳୟରେ ପ୍ରାଧ୍ୟାପକ ମରୁଡ଼ି। ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ । ଖାଲି ପଡିଛି ୧୪୩୦ ପଦବୀ। ଏଥିରୁ ୨୬୧ ପ୍ରାଧ୍ୟାପକ, ୪୫୯ ସହଯୋଗୀ ପ୍ରାଧ୍ୟାପକ ଓ ୭୧୦ ସହକାରୀ ପ୍ରାଧ୍ୟାପକ ପଦବୀ ଖାଲି ପଡିଛି। ଗୃହରେ … Read More