୯ରେ ବାରବାଟୀ ଲଢ଼େଇ, କ୍ରିକେଟ୍ ପ୍ରେମୀଙ୍କ ପାଇଁ ଜାରି ହେଲା ସ୍ୱତନ୍ତ୍ର ଆମ ବସ୍ ସେବା

ଭୁବନେଶ୍ୱର : ଡିସେମ୍ବର ୯ ତାରିଖରେ ହେବାକୁ ଯାଉଛି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। କଟକ ବାରବାଟୀ ଷ୍ଟାଡ଼ିୟମ୍‌ରେ ହେବାକୁ ଥିବା କ୍ରିକେଟ୍ ମ୍ୟାଚ୍‌କୁ ନେଇ ରହିଛି ପ୍ରତ୍ୟେକଙ୍କ ମନରେ ଉଚ୍ଛ୍ୱାସ। ଏହାକୁ ଲକ୍ଷ୍ୟ କରି କ୍ରୁଟ୍ … Read More

ବାରବାଟୀ ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ତରଫରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। … Read More

ଟ୍ରାକ୍ଟର-ବାଇକ ମୁହାଁମୁହିଁ, ୨ ମୃତ, ଜଣେ ଆହତ

ବାଲୁଗାଁ :  ଟ୍ରାକ୍ଟର ବାଇକ ମୁହାଁମୁହିଁ ଧକ୍କା  । ଦୁଇ ମୃତ, ଜଣେ ଆହତ  ।  ବାଇକରେ ତିନିଜଣ କ୍ରିକେଟ ଖେଳିବାକୁ ପ୍ରତାପ ଗ୍ରାମ ଅଭିମୁଖେ ଯାଉଥିବା ବେଳେ  ବିପରୀତ ଦିଗରୁ ଆସୁଥିବା ଟ୍ରାକ୍ଟର ସହିତ ଧକ୍କା ହୋଇଥିଲା । ଫଳରେ ବାଇକରେ ଥିବା ତିନି … Read More

ବାରବାଟୀ ଟି-20 ମ୍ୟାଚ୍ ପାଇଁ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ ଗତିବିଧି ଏବଂ ମ୍ୟାଚ୍ ସମ୍ବନ୍ଧୀୟ କାର୍ଯ୍ୟକଳାପ ଯୋଗୁଁ … Read More

ଆହୁରି ୭ ଦିନ ରାଜ୍ୟରେ ଅନୁଭୂତ ହେବ ଅସମ୍ଭାଳ ଶୀତ, ବୋହିବ କାଲୁଆ ପବନ

ଭୁବନେଶ୍ୱର: ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । … Read More

ମୁଖ୍ୟମନ୍ତ୍ରୀ ବାୟୁସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ, ୪ଦିନରେ ଚିକିତ୍ସିତ ହେଲେ ୧୬୭୩ ରୋଗୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା କାର୍ଯ୍ୟକ୍ରମ ଶନିବାର ଉଦଯାପିତ ହୋଇଛି । କଟକ, ଭୁବନେଶ୍ୱର, ବ୍ରହ୍ମପୁର ମେଡିକାଲ କଲେଜ ରୁ ବିଶେଷଜ୍ଞ ଡାକ୍ତର ମାନେ ସ୍ୱତନ୍ତ୍ର ବିମାନ ଯୋଗେ ମାଲକାନଗିରି ରେ ପହଁଚି ଗୁରୁତର … Read More

ଦାଦା ବଟି ନ ଦେବାରୁ ଇଂଜିନିୟରଙ୍କୁ ଛୁରାମାଡ

ଭୁବନେଶ୍ୱର : ଶିଶୁପାଳଗଡ଼ର ଇଲା ସାହିରେ ଛୁରାମାଡ ।  ଜଣେ ସିଭିଲ ଇଂଜିନିୟରଙ୍କୁ ଛୁରାମାଡ ।  ଘର ସାମ୍ନାରେ ଚାରି ଜଣ ଦୁର୍ବୃତ୍ତ  ଛୁରାମାଡ କରିଛନ୍ତି ।  ଥାନାରେ ଅଭିଯୋଗ କରିବାରୁ ଛୁରାମାଡ ।  ସିଭିଲ ଇଞ୍ଜିନିୟର ବିଜୟ କୁମାର ସାହଙ୍କୁ ଛୁରାମାଡ … Read More

କୂଅରୁ ହାତୀ ଛୁଆ ଉଦ୍ଧାର

ଅନୁଗୁଳ : ଅନୁଗୁଳରେ ଅପରେସନ ଗଜରାଜ । ଏକ ଘଣ୍ଟା ପରେ କୂଅରୁ ଉଦ୍ଧାର ହେଲା ହାତୀ । ବଅଁରପାଳ ବ୍ଲକ ନରେନ୍ଦ୍ରପୁର ଗାଁର ଏକ ପରିତ୍ୟକ୍ତ କୂଅରୁ ୮ବର୍ଷରୁ ହାତୀ ଛୁଆ ଉଦ୍ଧାର ହୋଇଛି । ହାତୀଟି ଗାଁ ଭିତରକୁ ଆସି … Read More

ମା’ ତାରିଣୀ ପୀଠ ସମନ୍ବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି … Read More

ଏସଆଇ ପରୀକ୍ଷା ଘୋଟାଲା; SSB ଯବାନଙ୍କ ସମେତ ୨ ଗିରଫ

ଭୁବନେଶ୍ୱର: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ଦିନ ଜଣେ SSB ଯବାନଙ୍କ ସମେତ ଦୁଇ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଦ୍ୱାରା ଦୁଇ ଦିନର … Read More