Day: December 9, 2025
ଚାଉଳ ଯୋଗାଣ ବନ୍ଦ: ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା
ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ସୁରଡ଼ା ପଞ୍ଚାୟତର ମହଗାଁ ଗାଁ। ଗ୍ରାମବାସୀ ମାନଙ୍କୁ ୩ ମାସ ହେଲା ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ … Read More
ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ ୫ବର୍ଷରେ ରାଜ୍ୟରେ ମୋଟ୍ ୩୦ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି । ସେଥିରୁ ସରକାରୀ ହସ୍ପିଟାଲରେ ସର୍ବାଧିକ ୨୩ଲକ୍ଷ ୬୯ହଜାରରୁ ଅଧିକ ପ୍ରସବ ହୋଇଛି । ଏହାସହିତ ସରକାରୀ … Read More
ଏବେ ବଢ଼ିବନି ପାଚିକାଙ୍କ ଦରମା: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର : ଏବେ ବଢ଼ିବନି ପାଚିକାଙ୍କ ଦରମା । ପୂର୍ବରୁ ପାଚିକାମାନେ ମାସକୁ ୨ ହଜାର ଟଙ୍କା ଦରମା ପାଉଥିଲେ । ବିଜେପି ସରକାର ପାଚିକାଙ୍କ ଦରମା ୩ ହଜାର ଟଙ୍କାଙ୍କୁ ବୃଦ୍ଧି କରିଛନ୍ତି । ସେମାନେ ଆଉ ଆନ୍ଦୋଳନକୁ ଆସିବାର … Read More
ଫାଟିଲା ଗ୍ୟାସ ସିଲିଣ୍ଡର: ବର୍ତ୍ତିଗଲେ ପରିବାର
ଦେବଗଡ଼: ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ପରିବାର । ଦେବଗଡ଼ ଜିଲ୍ଲା ବାରକୋଟ ଅଞ୍ଚଳରେ ବିଳମ୍ବିତ ରାତିରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ରେ ପରିବାର କାହାର କ୍ଷତି ହୋଇ ନଥିବା ଜଣା … Read More
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ, ମାର୍ଚ୍ଚ ୧୧ରେ ହେବାକୁ ଥିବା ପରୀକ୍ଷା ମାର୍ଚ୍ଚ ୨୩ରେ ହେବ
ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ । ମାର୍ଚ୍ଚ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୩ ମାର୍ଚ୍ଚରେ ହେବ । ଓଡ଼ିଆ ପରୀକ୍ଷା ବ୍ୟତୀତ ଅନ୍ୟ ସବୁ ଭାଷାର ପରୀକ୍ଷା … Read More
ବଢ଼ିଲା ଦରମା: ଭତ୍ତା ସହ ବାଚସ୍ପତି ଓ ଉପବାଚସ୍ପତି ପାଇବେ ୪.୨୮ ଲକ୍ଷ
ଭୁବନେଶ୍ବର: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି ପାଇଛି। ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ ବଦଳରେ ୯୮ ହଜାରକୁ ବୃଦ୍ଧି ପାଇଥିବାବେଳେ ଉପବାଚସ୍ପତିଙ୍କ ଦରମା ୩୮ ହଜାରରୁ ୯୪ ହଜାରରୁ ବଢ଼ିଛି। ପୂର୍ବରୁ ବାଚସ୍ପତି ୪୦ ହଜାର ୫୦୦ … Read More
ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା
ଭୁବନେଶ୍ବର: ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ଓ ପେନସନ ସଂଶୋଧନ ବିଲ୍ ଏବଂ ବାଚସ୍ପତି, ଉପ ବାଚସ୍ପତିଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍ ଗୃହୀତ ହେଲା। ବିଧାୟକଙ୍କ ଦରମା ୧ ଲକ୍ଷ ୧୧ ହଜାରରୁ … Read More
ଶେଷ ହେଲା ବିଧାନସଭା ଅଧିବେଶନ, ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ
ଭୁବନେଶ୍ବର : ସରିଲା ବିଧାନସଭା ଅଧିବେଶନ । ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ହେଲା ବିଧାନସଭା । ୧୮ ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ । ମୋଟ ୧୧ ଦିନ ଚାଲିଲା ଶୀତ ଅଧିବେଶନର ଗୃହକାର୍ଯ୍ୟ । … Read More
ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାମ ଘୋଷିତ, ଅଭିଳାଷ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି
ଭୁବନେଶ୍ୱର : ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା । ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ନାଁ ଘୋଷଣା କରାଯାଇଛି । ଭାରତୀୟ ଜନତା ଯୁବ ମୋର୍ଚ୍ଚା ସଭାପତି ହୋଇଛନ୍ତି ଅଭିଳାଷ ପଣ୍ଡା । ମହିଳା ମୋର୍ଚ୍ଚା … Read More
