ଭାରତ ଉପରେ ୫୦% ଟାରିଫ ଲାଗୁ କଲା ମେକ୍ସିକୋ

ନୂଆଦିଲ୍ଲୀ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି କରିଛି ମେକ୍ସିକୋ। ଆସନ୍ତା ୨୦୨୬ରୁ ଏହି ନୂଆ ବର୍ଦ୍ଧିତ ଶୁଳ୍କ ଲାଗୁ ହେବ। ଭାରତରୁ ଆମଦାନୀ ହେଉଥିବା ବିଭିନ୍ନ ସାମଗ୍ରୀ ବା ଉତ୍ପାଦ ଉପରେ ଶୁଳ୍କ ଲାଗୁ ହେବ। ଭାରତ … Read More

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଉମର ଖଲିଦକୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ ଉମର ଖଲିଦକୁ ଦିଲ୍ଲୀ ଏକ ତଳ କୋର୍ଟ ଅନ୍ତରୀଣ ଜାମିନ ଦେଇଛନ୍ତି। ଭଉଣୀ ବିବାହ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି କୋର୍ଟ ଉମରକୁ ୧୪ ଦିନିଆ ସର୍ତ୍ତମୂଳକ ଜାମିନରେ ଯିବାକୁ ଅନୁମତି ଦେଇଛନ୍ତି। … Read More

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ କାରାଦଣ୍ଡ

ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ ଫୈଜ ହମୀଦଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ପାକିସ୍ତାନର ଏକ ସାମରିକ କୋର୍ଟ ଏହି ଦଣ୍ଡାଦେଶ ଦେଇଛନ୍ତି। ଫୈଜଙ୍କ ନାଁରେ ରାଜନୈତିକ ହସ୍ତକ୍ଷେପ, ଅଫିସିଆଲ ସକ୍ରେଟ୍ସ ଆକ୍ଟର ଉଲ୍ଲଂଘନ ଭଳି … Read More

ପର୍ଯ୍ୟଟନ ଋତୁକୁ ଦୃଷ୍ଟିରେ ରଖି ଅଧିକ ୧୦୦ ବିମାନ ଉଡ଼ାଇବ ସ୍ପାଇସ୍ ଜେଟ୍

ନୂଆଦିଲ୍ଲୀ : ଘରୋଇ ଏୟାରଲାଇନ୍ସ ସ୍ପାଇସ୍ ଜେଟ୍‌ ଏହାର ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ବୋଲି ବୁଧବାର ଘୋଷଣା କରିଛି। ପର୍ଯ୍ୟଟନ ଋତୁର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ପାଇସ୍ ଜେଟ୍ ଅଧିକ ୧୦୦ଟି ବିମାନ ଉଡାଣ କରିବ। ଯେଉଁସବୁ ରୁଟ୍‌ରେ … Read More

ଭୋଟ ଚୋରି କରିଥିଲେ ନେହେରୁ ଓ ଇନ୍ଦିରା: ଅମିତ ଶାହା

ନୂଆଦିଲ୍ଲୀ : ଲୋକସଭାରେ ବୁଧବାର ଦ୍ବିତୀୟ ଦିନ ପାଇଁ ଏସ୍‌ଆଇଆର ଓ ନିର୍ବାଚନ ସଂସ୍କାର ପ୍ରସଙ୍ଗରେ ଆଲୋଚନା ହୋଇଛି। ଆଲୋଚନାରେ ଭାଗ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଥିଲେ ଯେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଭୋଟର ତାଲିକା … Read More

ଘାଟିରେ ଖସିଲା ଟ୍ରକ୍, ୨୨ ଶ୍ରମିକ ମୃତ

ଅରୁଣାଚଳ ପ୍ରଦେଶ: ଅରୁଣାଚଳ ପ୍ରଦେଶର ଅଞ୍ଜାଓ ଜିଲ୍ଲାରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି । ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍ ବିପଜ୍ଜନକ ପାହାଡ଼ିଆ ରାସ୍ତାରୁ ଖସି ହଜାର ଫୁଟ ଗଭୀର ଖାଲରେ ପଡ଼ିଛି । ଏହି ଦୁର୍ଘଟଣାରେ ପ୍ରାୟ ୨୨ … Read More

ଗୋଆ ନାଇଟ୍ କ୍ଲବ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରୁ ଧରାପଡ଼ିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ: ଧରା ପଡ଼ିଲେ ଗୋଆ ନାଇଟ୍ କ୍ଲବ ଅଗ୍ନିକାଣ୍ଡ ମାମଲାରେ ଫେରାର ହୋଇଥିବା ଲୁଥ୍ରା ବ୍ରଦର୍ସ । ସୌରଭ ଲୁଥ୍ରା ଏବଂ ଗୌରବ ଲୁଥ୍ରାଙ୍କୁ ଅଟକ ରଖାଯାଇଛି । ଗୋଆ ପୋଲିସ ସେମାନଙ୍କୁ ଥାଇଲ୍ୟାଣ୍ଡରୁ ଭାରତକୁ ଆଣୁଥିବା ଜଣାପଡ଼ିଛି । ବିମାନବନ୍ଦରରେ ପହଞ୍ଚିବା … Read More

କ୍ଷମା ମାଗିଲେ ଇଣ୍ଡିଗୋ ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା

ନୂଆଦିଲ୍ଲୀ: ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରିଥିଲା। ଅଧ୍ୟକ୍ଷ ବିକ୍ରମ ସିଂହ ମେହେଟା କମ୍ପାନୀର ଭୁଲକୁ ସ୍ୱୀକାର କରିଥିଲେ ଏବଂ କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଥିଲେ ଯେ ଇଣ୍ଡିଗୋ ବିମାନଗୁଡ଼ିକ … Read More

ବୋଲେରୋ-ଟ୍ରାକ୍ଟର ଧକ୍କା, ୩ ତୀର୍ଥଯାତ୍ରୀ ମୃତ, ୧୧ ଆହତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ଅଯୋଧ୍ୟାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଦର୍ଶନ ପାଇଁ ଅଯୋଧ୍ୟା ଆସୁଥିବା ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଲେରୋ ଗାଡି ଏକ ଟ୍ରାକ୍ଟର ଟ୍ରଲି ସହିତ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ତିନି ଜଣ ତୀର୍ଥଯାତ୍ରୀଙ୍କର ମୃତ୍ୟୁ … Read More

ଭୁବନେଶ୍ୱରରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା ନିୟନ୍ତ୍ରକ(CAG)ଙ୍କ ପୂର୍ବାଞ୍ଚଳ ଶାଖା ଭୁବନେଶ୍ୱରରେ ଖୋଲିବାକୁ ସିଏଜି ଅନୁମୋଦନ କରିଛନ୍ତି। ଯାହା ପୂର୍ବ ଭାରତରେ ତଦାରଖ ବିକେନ୍ଦ୍ରୀକରଣ ଏବଂ ଅଡିଟ ପ୍ରଶାସନକୁ ସୁଦୃଢ଼ ​​କରିବା ଦିଗରେ ଏକ ପ୍ରମୁଖ … Read More