୫୯୧ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୋଟ ୫୯୧ ଜଣ ନୂତନ ନିଯୁକ୍ତିପ୍ରାପ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ଏବଂ ସେମାନଙ୍କୁ ଦୁର୍ନୀତିରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛନ୍ତି ।  ଭୁବନେଶ୍ୱରର ଓୟୁଏଟିର କୃଷି ଶିକ୍ଷା ସଦନରେ ୧୩ତମ … Read More

ମେଡ଼ିସିନ ଷ୍ଟୋରରେ ବେଆଇନ ମଦ କାରବାର

ଭଦ୍ରକ : ମେଡ଼ିସିନ ଷ୍ଟୋର ଭିତରୁ ବାହାରିଲା ମଦ । ମେଡ଼ିସିନ ଷ୍ଟୋର ଭିତରେ ବେଆଇନ ମଦ କାରବାର। ପୋଲିସ ଡ୍ରଗ ଇନ୍ସପେକ୍ଟରଙ୍କ ମିଳିତ ଚଢ଼ାଉ । ଭଦ୍ରକ ଟାଉନ ଥାନା ଅଧିନସ୍ଥ ବାଇପାସ ଠାରେ ଥିବା ଏକ ମେଡ଼ିସିନ ଷ୍ଟୋରରେ ଚଢ଼ାଉ … Read More

ପଥର ଖଣିରୁ ବିସ୍ଫୋରକ ଲୁଟ୍ ମାମଲା: ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣା। ଏନ୍‌ଆଇଏ ୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି । ଏହି ଘଟଣାରେ ହଜାରେ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍ ଦାଖଲ ସହ ଏନ୍‌ଆଇଏ ତଦନ୍ତ ଜାରି … Read More

ଫୁଲବାଣୀରେ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି। ଦିନକୁ ଦିନ ପାରଦ ଖସୁଛି ଶୀତର ପ୍ରକୋପ ବଢୁଛି। ଯାହାକୁ ନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଫୁଲବାଣୀର ସାର୍ତ୍ତାଗୁଡା ଗାଁରେ ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି। … Read More

ଟ୍ରେନ ଲାଇନ୍ ସଂଯୋଗୀକରଣ ପାଇଁ ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ ଯୋରନ୍ଦା ରୋଡ୍ ମଧ୍ୟରେ ତୃତୀୟ/ଚତୁର୍ଥ ଲାଇନର କାର୍ଯ୍ୟକ୍ଷମତା ସହିତ ରାଜ ଆଠଗଡ଼ ଷ୍ଟେସନରେ ରେଳ ଲାଇନ୍ ସଂଯୋଗୀକରଣ କାର୍ଯ୍ୟ ପାଇଁ କିଛି ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ କରାଯାଇଛି। … Read More

କଙ୍ଗାରୁ କୋର୍ଟ: ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ

କଳାହାଣ୍ଡି : ବାଦଲି ଗାଁରେ କଙ୍ଗାରୁ କୋର୍ଟ । ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବାଦଲି ଗାଁରେ ଜଣେ ବୃଦ୍ଧ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଗାଁରେ କଙ୍ଗାରୁ କୋର୍ଟ ବସିଥିଲା । କଙ୍ଗାରୁ … Read More

ଆସନ୍ତା ୧୭ ତାରିଖରେ ଓଟିଇଟି ପରୀକ୍ଷା

କଟକ : ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଆୟୋଜିତ ହେଉଛି ଓଟିଇଟି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ … Read More

ବସ୍-ବାଇକ ମୁହାଁମୁହିଁ, ୨ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ଛାତ୍ରଙ୍କର ଜୀବନ ଚାଲିଯାଇଛି। ସୂଚନାନୁଯାୟୀ, ଗୁରୁବାର ସକାଳେ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ର ଗୁଡାରୀରୁ ବାଡ଼ିସୋଲାକୁ କଲେଜ ଆସୁଥିଲେ। … Read More

ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ଚାନ୍ଦବାଲି : ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ ଦେବା ପଡ଼ିଲା ମହଙ୍ଗା । ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କଲେ ଚାନ୍ଦବାଲି ବିଇଓ । ନିଲମ୍ବିତ ଶିକ୍ଷକ ହେଲେ ଭଦ୍ରକ କିସମତ ସ୍କୁଲର ପ୍ରଧାନଶିକ୍ଷକ ବ୍ରଜକିଶୋର ଦାସ । ସେ ନିଜ ସୋସିଆଲ ମିଡିଆ … Read More

ମହିଳାଙ୍କୁ ଦଳିଦେଲେ ହାତୀପଲ, କ୍ଷତିପୂରଣ ଦାବି

ବଲାଙ୍ଗିର : ମାତିଲେ ହାତୀ । ଘରୁ ଟାଣି ଆଣି ମହିଳାଙ୍କୁ ଦଳିଦେଲେ ହାତୀପଲ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜ ଛତରଦାଣ୍ଡି ଜଙ୍ଗଲରେ ୩୦ ଟିକିଆ ହାତପଲଙ୍କ ଉତ୍ପାତ। ଗାଁ ଗାଁକୁ ଯାଇ ଘରଦ୍ବାର ଭାଙ୍ଗୁଛନ୍ତି । ଗତକାଲି ରାତିରେ ସାନବାଙ୍କି … Read More