ବିନା ଅନୁମତିରେ ଘରୋଇ ସ୍କୁଲ ଆଦାୟ କରିପାରିବେ ନାହିଁ ଅତିରିକ୍ତ ଫି’

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଘରୋଇ ସ୍କୁଲଗୁଡ଼ିକ ଦ୍ୱାରା ଆଦାୟ କରାଯାଉଥିବା ମନମୁଖୀ ଫି’କୁ ରୋକିବା ପାଇଁ ଦିଲ୍ଲୀ ସ୍କୁଲ ଶିକ୍ଷା ଆଇନ ୨୦୨୫ କୁ ଅଧିସୂଚିତ କରିଛନ୍ତି । ସ୍କୁଲଗୁଡ଼ିକ ଆଉ ଅନୁମତି ବିନା ଅତିରିକ୍ତ ଫି’ ଆଦାୟ କରିପାରିବେ ନାହିଁ … Read More

ପୂର୍ବତନ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ପରଲୋକ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ପରଲୋକ । ଆଜି ୯୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନର ଅସୁସ୍ଥତା ହେତୁ ଆଜି ସକାଳ ପ୍ରାୟ ୬.୩୦ ସମୟରେ ପାଟିଲ ଶେଷ … Read More

ଜାପାନରେ ୬.୭ ତୀବ୍ରତାର ଭୂମିକମ୍ପ, ସୁନାମି ଆଲର୍ଟ

ଟୋକିଓ : ଜାପାନର ଉତ୍ତର-ପୂର୍ବ ଉପକୂଳରେ ୬.୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଏହା ପରେ ପାଣିପାଗ ବିଭାଗ ସୁନାମି ଆସିବାର ଆଶଙ୍କା କରି ସତର୍କ ସୂଚନା ଜାରି କରିଛି । ଭୂକମ୍ପର କେନ୍ଦ୍ର ସ୍ଥଳ ୟାମାଡା ଅଞ୍ଚଳରୁ … Read More

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଶ୍ରମିକ ମୃତ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ରାଜନଗର ବ୍ଲକ ଗୁପ୍ତି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦେବେନ୍ଦ୍ର ନାରାୟଣପୁରଠାରେ। ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ଟାଙ୍କି ନିର୍ମାଣ ଚାଲିଛି। ପାଣି ଟାଙ୍କି ଉପରେ … Read More

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ଆରମ୍ଭ

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ଏଥିରେ ମୋଟ ୨୪୦୫ ଜଣ ପରୀକ୍ଷାର୍ଥୀ … Read More

୧୪ରେ ଓଡିଶା ଆସିବେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ।  ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ … Read More

ନାବାଳିକାକୁ ଦୁଷ୍କର୍ମ: ଘର ମାଲିକ ଗିରଫ

ଭୁବନେଶ୍ୱର : ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଘଟଣା ।  ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଘର ମାଲିକ ଗିରଫ ।  ନିଆଳିର ନରେଶ ମହାନ୍ତିକୁ ଗିରଫ କଲା ମହିଳା ଥାନା ପୋଲିସ ।  ଗିରଫ କରି ତାକୁ କୋର୍ଟ ଚାଲାଣ କରାଯାଇଛି ।  ଅଭିଯୁକ୍ତ … Read More

ଭିଜିଲାନ୍ସ ଅଫିସର ପରିଚୟ ଦେଇ ଓଏଏସ ଅଫିସରଙ୍କଠାରୁ ଠକେଇ, ଶଳା-ଭିଣୋଇ ଗିରଫ

କଟକ : ନିଜକୁ ଭିଜିଲାନ୍ସ ଅଫିସର ପରିଚୟ ଦେଇ ବରିଷ୍ଠ ଓଏଏସ ଅଫିସରଙ୍କୁ ଠକେଇ ଅଭିଯୋଗ ।  ୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶଳା-ଭିଣୋଇ ଗିରଫ । ଭିଜିଲାନସ ଅଧିକାରୀ ଓ ରାଉରକେଲା ପୋଲିସ ମିଳିତ ଚଢ଼ାଉ କରି ସେମାନଙ୍କୁ ଗିରଫ … Read More

ଟୋକନ ଅବ୍ୟବସ୍ଥା, ରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର : ସମ୍ବଲପୁରରେ ଚାଷୀଙ୍କ ଆନ୍ଦୋଳନ। ଟୋକନକୁ ନେଇ ଜିଲ୍ଲାର ୩ଟି ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ । ରେମେଡ, ସିନ୍ଦୁରପଙ୍କ ଓ ଧମା ଠାରେ ଜାତୀୟ ରାଜପଥ ଅବରୋଧ କରାଯାଇଛି । ଜିଲ୍ଲାରେ ୬୦ ହଜାର ଚାଷୀ ଧାନ ବିକ୍ରି ପାଇଁ … Read More

ସତ୍ୟବିହାରରେ ଜଳିଗଲା ବାର୍, ନଥିଲା ବିଧିବଦ୍ଧ ଲାଇସେନ୍ସ

ଭୁବନେଶ୍ବର : ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ । ଭୁବନେଶ୍ବର ସତ୍ୟବିହାର ଅଞ୍ଚଳରେ ଜଳିଗଲା ବାର୍ । ହୁତୁହୁତୁ ହୋଇ ଜଳିଲା ବିଲଡିଂ, ଧୂଆମୟ ହେଲା ଅଞ୍ଚଳ । ଘଣ୍ଟାଏ କାଳ କସରତ ପରେ ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ । ସ୍ଥିତି … Read More