ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗ ; କଟାକ୍ଷ କଲେ କେଭି ଓ ଜୟ
ଭୁବନେଶ୍ବର: ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ କଟାକ୍ଷ କଲେ କେଭି , ଜୟନାରାୟଣ । ରାଜନୀତି ଓ ଡ୍ରାମା କରୁଥିବା କହି କଟାକ୍ଷ କଲେ ଉଭୟ ନେତା ।ରାଜ୍ୟରେ ବିଧାୟକ ମାନଙ୍କ ଦରମା ବଢିବ ପରେ ଏହାକୁ ଗ୍ରହଣ କରି ନଥିଲେ … Read More
