ମନରେଗା ନାମ ପରିବର୍ତ୍ତନକୁ ନେଇ ସଂସଦରେ ହଟ୍ଟଗୋଳ

ନୂଆଦିଲ୍ଲୀ: ସଂସଦରେ ମନରେଗା ଯୋଜନାର ନାମ ପରିବର୍ତ୍ତନ କରି “ଜି-ରାମ-ଜି” ଯୋଜନା ନାମିତ ପ୍ରସ୍ତାବ ପରେ ପ୍ରବଳ ହଙ୍ଗାମା । ପ୍ରିୟଙ୍କା ଗାନ୍ଧୀ ଓ ଶଶୀ ତରୁରଙ୍କ ନେତୃତ୍ଵରେ ଗାନ୍ଧୀ ମୂର୍ତ୍ତି ତଳେ ବିରୋଧୀ ସାଂସଦଙ୍କ ପ୍ରତିବାଦ । ଆଜି ଲୋକସଭାରେ ଅଧିବେଶନର … Read More

ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କୁ ବଡ ଆଶ୍ଵସ୍ତି

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ଵସ୍ତି ମିଳିଛି। ମନି ଲଣ୍ଡ୍ରିଂ ନେଇ ଦିଲ୍ଲୀ କୋର୍ଟ ଇଡି ଚାର୍ଜସିଟ୍‌କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଇଡି ଚାର୍ଜ ସିଟ୍ ଉପରେ ବିଚାର କରିବାକୁ କୋର୍ଟ ମନା କରିଛନ୍ତି। … Read More

ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ବିଭ୍ରାଟ, ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ

କୋଲକତା : ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ ଘୋଷ … Read More

ଚୀନ୍ ଓ ମେକ୍ସିକୋରୁ ଆମେରିକାକୁ ଆସୁଥିବା ଡ୍ରଗ୍ସ ଉପରେ ରଖାଯିବ କଡ଼ା ନଜର: ଟ୍ରମ୍ପ

ଆମେରିକା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି । ‘ଫେଣ୍ଟାନିଲ୍’ ନାମକ ମାରାତ୍ମକ ଡ୍ରଗ୍ସକୁ ‘ଗଣ ବିନାଶକ ଅସ୍ତ୍ର’ ବା ୱେପନ୍ ଅଫ୍ ମାସ୍ ଡେଷ୍ଟ୍ରକସନ୍ ଭାବେ ଘୋଷଣା କରିଛନ୍ତି । ଟ୍ରମ୍ପ କହିଛନ୍ତି ଫେଣ୍ଟାନିଲ୍ କେବଳ ଏକ ନିଶା … Read More

ବସ୍-ଟ୍ରକ୍ ମୁହାଁମୁହିଁ ; ୪ମୃତ, ୧୧ ଆହତ

ଉତ୍ତରପ୍ରଦେଶ : ପୁଣି ଉତ୍ତରପ୍ରଦେଶ ବସ୍ତିର ନ୍ୟାସନାଲ ହାଇୱେ-୨୮ ରେ ବଡ଼ ଦୁର୍ଘଟଣା ଘଟିଛି । ଏପରି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଛି । ଯେଉଁ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନ୍ୟ ୧୧ ଜଣ ଗମ୍ଭୀର ଭାବେ ଆହତ … Read More

ପହଲଗାମ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀକୁ ଧରାଇଲେ ମିଳିବ ୧୦ ଲକ୍ଷ ଟଙ୍କା: NIA

ନୂଆଦିଲ୍ଲୀ:  ପହଲଗାମ ଆକ୍ରମଣର ଖୁଲାସା କରୁଛି ଏନଆଇଏ । ବର୍ତ୍ତମାନ ଏହି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀର ପରିଚୟ ସାମ୍ନାକୁ ଆସିଛି । ଏହାରି ମଧ୍ୟରେ ଆକ୍ରମଣର ମୁଖ୍ୟଷଡ଼ଯନ୍ତ୍ରକାରୀକୁ ଧରାଇଦେବା ପାଇଁ ଏନଆଇଏ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି । … Read More

ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ପରେ ଜଳିଗଲା ଗାଡ଼ି; ଚାଲିଗଲା ୪ ଜୀବନ, ୧୦୦ରୁ ଉର୍ଦ୍ଧ୍ବ ଆହତ

ଉତ୍ତରପ୍ରଦେଶ : ଘନ କୁହୁଡ଼ି ଯୋଗୁଁ ଉତ୍ତରପ୍ରଦେଶ ମଥୁରାର ଏକ୍ସପ୍ରେସୱେରେ ୭ଟି ବସ୍ ଏବଂ ୩ ଟି କାର୍ ଧକ୍କା ହୋଇଛି । ଦୁର୍ଘଟଣା ହେବା ପରେ ବସ୍ ଏବଂ କାରଗୁଡିକରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଛି । ଯେଉଁଥିରେ ୪ ଜଣଙ୍କର … Read More

ଘନ କୁହୁଡ଼ି : ଦିଲ୍ଲୀରେ ୨୨୮ ବିମାନ ବାତିଲ, ଅନଲାଇନରେ ପାଠ ପଢିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ଅନଲାଇନରେ ହେବ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା । ସ୍ବାସ୍ଥ୍ୟଗତ କାରଣକୁ ଦୃଷ୍ଟିରେ ରଖି … Read More

ନବବର୍ଷରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଉଚ୍ଚସ୍ତରୀୟ ବୈଠକ

ପୁରୀ: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ  ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି। ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ମଙ୍ଗଳବାର … Read More

ଲଘୁ ଖଣିଜ ଚାଲାଣ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଡିଜିପି

ରାଜ୍ୟରେ ଚୋରା ବାଲି, ମୋରମ, ମାଙ୍କଡା ପଥର ମାଫିଆ ତଥା ବେଆଇନ ଗୋ-ଚାଲାଣକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ଦୃଢ  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ଓ ଗୋ ଚାଲାଣ ଉପରେ ରୋକ … Read More