ଦେଶର ଫାର୍ମା ହବ୍ ହେବ ଓଡ଼ିଶା : ପୁଞ୍ଜି ନିବେଶ ହେବ ୬୨୬୩ କୋଟିରୁ ଅଧିକ ଟଙ୍କା

ଭୁବନେଶ୍ୱର : ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଓଡ଼ିଶା ଫାର୍ମା ସମ୍ମିଳନୀରେ ଓଡ଼ିଶା ଔଷଧ ଓ ଚିକିତ୍ସା ଉପକରଣ ନୀତି -୨୦୨୫ ଲଞ୍ଚ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । … Read More

ଆଶ୍ରମ ବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରଙ୍କୁ ବୀଭତ୍ସ ହତ୍ୟା !

ସୁବର୍ଣ୍ଣପୁର: ଯୁକ୍ତ ୨ ଛାତ୍ରଙ୍କୁ ହତ୍ୟା। ପିଟି ପିଟି ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ହୋଇଛି ଅଭିଯୋଗ। ସୁବର୍ଣ୍ଣପୁରର ତରଭା ଆଶ୍ରମ ବିଦ୍ୟାଳୟରେ ଏଭଳି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଚାରଭଟା ଡାକ୍ତରଖାନାରେ ଛାତ୍ରଙ୍କ … Read More

କୋଟିଏ ଟଙ୍କାର ଠକେଇ; ଦମ୍ପତି ଗିରଫ

ଭୁବନେଶ୍ୱର : ବନ୍ଧା ହେଲେ ବଣ୍ଟି ଅର୍ ବବଲି ।  କୋଟିଏ ଟଙ୍କା ଠକେଇ କରି ଠକ ଦମ୍ପତି ଗିରଫ ।  MCL ର ପୁର୍ବତନ ଚାର୍ଟାଡ ଆକାଉଣ୍ଟାଣ୍ଟ ଓ ତାଙ୍କ ପତ୍ନୀ ଗିରଫ ।  ଚନ୍ଦ୍ରଶେଖର ସାହୁ ଓ ଝରଣା ସାହୁଙ୍କୁ … Read More

ସରକାରୀ ଅର୍ଥ ହଡ଼ପ; ପଟ୍ଟାମୁଣ୍ଡାଇ କନିଷ୍ଠ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର: କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ (ଜେଇ) ରତ୍ନେଶ କୁମାର ପାଣ୍ଡେଙ୍କୁ ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ମଙ୍ଗଳବାର ଦିନ ଓଡିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ … Read More

ବ୍ରାଉନ ସୁଗାର ବେପାରୀଙ୍କ ଘର ଭାଙ୍ଗିଲା ପ୍ରଶାସନ

ପୁରୀ : ପୁଣି ନିଶା ବେପାରୀଙ୍କ ଘରେ ବୁଲିଲା ବୁଲଡୋଜର । ପୁରୀ ନୀଳାଚକ୍ର ନଗରରେ ଥିବା ବ୍ରାଉନ ସୁଗାର ବେପାରୀ ଟିକି ଖାନ୍ ଙ୍କ ଘର ଭାଙ୍ଗିଲା ପ୍ରଶାସନ । ଦୁଇଟି ଜେସିବି ସାହାଯ୍ୟରେ ଘର ଭଙ୍ଗାଯାଉଛି । ଡିସେମ୍ବର ୪ … Read More

ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ ୧୨ … Read More

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ଭଦ୍ରକ: ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର । ଚରମ୍ପା ମାଲ୍‌ ଗୋଦାମ ପାଖରେ ପୋଲିସ ଏନ୍‌କାଉଣ୍ଟର କରିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ ଏନକାଉଣ୍ଟର ହୋଇଥିବା ଭଦ୍ରକ ଏସପି ମନୋଜ ରାଉତ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଅପରାଧୀ ବୁଦ୍ଧିଆ … Read More

ଆଜି ଧନୁ ସଂକ୍ରାନ୍ତି, ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଚାଲିବ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି।  ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ … Read More

ନାବାଳିକାଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି ରାଜ୍ୟ ରାଜଧାନୀ: ନବୀନ

ଭୁବନେଶ୍ବର : ଭୁବନେଶ୍ବରର ଧଉଳିରେ ଗତକାଲି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିଲା|  ଧଉଳି ନିକଟ ଦୟା ନଦୀ ପଠାରେ ଗଣଦୁଷ୍କର୍ମ ଅଭିଯୋଗ । ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ପାଞ୍ଚ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।  … Read More

୨୦୨୬ ପାଇଁ ପ୍ରକାଶ ପାଇଲା ସ୍କୁଲ ଛୁଟି ତାଲିକା

ଭୁବନେଶ୍ବର:ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ … Read More