ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ, ରୋଗୀସେବା ଠପ
କଟକ : କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ । ଫଳରେ ରୋଗୀସେବା ସଂପୂର୍ଣ୍ଣ ଠପ । ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ରୋଗୀଙ୍କୁ ସେବା ଯୋଗାଇ ଦେବା ପାଇଁ ଆଟେଣ୍ଡାଣ୍ଟ ଓ ଅନ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ କ୍ୱେସ … Read More
