ପୁଲିସ ଗୁଳିରେ କୁଖ୍ୟାତ ମାଓବାଦୀ ନିହତ
ଛତିଶଗଡ଼: ଛତିଶଗଡ଼ର ବିଜାପୁର ଅନ୍ତର୍ଗତ ଇନ୍ଦ୍ରାବତୀ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ଜଣେ କୁଖ୍ୟାତ ମାଓବାଦୀ ନିହତ ହୋଇଛି। ତା’ର ନାଁ ଫଗୁନ ମାଡଭି। ଫଗୁନ ନାମରେ ଛତିଶଗଡ଼ ସରକାର ୫ ଲକ୍ଷ ଟଙ୍କାର ପୁରସ୍କାର … Read More
