ସ୍କୁଲରେ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କଲା ହାତୀ
କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେଞ୍ଜ ବୁଡ଼ାଗୁଡା ସେକ୍ସନର ପଡିଭଟ୍ଟା ବିଦ୍ୟାଳୟରେ ହାତୀ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କରିଛି। ବହୁଦିନ ଧରି ନିୟମଗିରି ପାହାଡ଼ରେ ରହୁଥିବା ୨୭ଟିକିଆ ହାତୀପଲ ଲାଞ୍ଜିଗଡ ଓ କଲ୍ୟାଣସିଂହପୁର ବ୍ଲକ ଅଞ୍ଚଳରେ ଘୁରି ବୁଲୁଥିବା … Read More
