ବିଏମସି ନିର୍ବାଚନରେ ଏକୁଟିଆ ଲଢ଼ିବ କଂଗ୍ରେସ, ଖୁବଶୀଘ୍ର ଜାରି ହେବ ଘୋଷଣାପତ୍ର

ମୁମ୍ବଇ: ବ୍ରିହନମୁମ୍ବଇ ମହାନଗର ନିଗମ(ବିଏମସି) ନିର୍ବାଚନରେ ଏକୁଟିଆ ଲଢ଼ିବ କଂଗ୍ରେସ। ମହାରାଷ୍ଟ୍ର କଂଗ୍ରେସ ପ୍ରଭାରୀ ରମୋ ଚେନ୍ନିଥଲା ଶନିବାର ଏହା ସ୍ପଷ୍ଟ କରିଛନ୍ତି। ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ନିର୍ବାଚନ ମଇଦାନକୁ ଓହ୍ଲାଇବ। ଦଳ ଖୁବଶୀଘ୍ର ନିଜର ଘୋଷଣାପତ୍ର ଜାରି କରିବ। … Read More

ଦିଲ୍ଲୀ ଏନସିଆରରେ ପ୍ରଦୂଷଣ ସ୍ଥିତି ଉତ୍କଟ, ଛୋଟ ପିଲାଙ୍କ ସ୍କୁଲ ଛୁଟି

ନୂଆଦିଲ୍ଲୀ: ଉତ୍ତର ଭାରତରେ ପ୍ରଚଣ୍ଡ ଶୀତ ଲହରୀ ଜାରି ରହିଛି। ଦିନକୁ ଦିନ ତାପମାତ୍ରା ଯେତିକି କମୁଛି ବାୟୁ ଗୁଣବତ୍ତା ମଧ୍ୟ ଖରାପ ହେବାରେ ଲାଗିଛି। ବିଶେଷକରି ଦିଲ୍ଲୀ-ଏନସିଆରରେ ପ୍ରଦୂଷଣର ମାତ୍ରା ଖରାପ ସ୍ଥିତିକୁ ଯାଉଛି। ପିଲାମାନଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦକୁ … Read More

ଦିଲ୍ଲୀ ଏନ୍‌ସିଆର୍‌ରେ ଘନ କୁହୁଡି : ବାତିଲ ହେଲା ୧୨୯ ବିମାନ, ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଉତ୍ତର ଭାରତରେ ପ୍ରବଳ ଶୀତ ଲହରି ଜାରି ରହିଥିବାବେଳେ ଆଜି ସକାଳୁ ଦିଲ୍ଲୀ ଏନ୍‌ସିଆର୍‌ ରେ ଘନ କୁହୁଡ଼ି ଦେକିବାକୁ ମିଳିଛି । ଘନ କୁହୁଡି ଯୋଗୁଁ ଦୃଶ୍ୟମାନ କ୍ଷମତା କମିଯାଇଛି। ଯାହାଫଳରେ ଯାନବାହନ ଚଳାଚଳ ବିଶେଷ ଭାବେ … Read More

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ହତ୍ୟା ମାମଲା: ୭ ଗିରଫ

ନୂଆଦିଲ୍ଲୀ : ଛାତ୍ର ନେତା ଉସମାନ ହାଦିଙ୍କ ମୃତ୍ୟୁ ପରେ ଜଳୁଛି ବାଂଲାଦେଶ । ସ୍ଥିତି ପୁଣି ଥରେ ଖରାପ ହୋଇଛି । ଗୁରୁବାର ରାତିରେ ହାଦିଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଦେଶରେ ଦଙ୍ଗା ଆରମ୍ଭ ହୋଇଥିଲା । ଜଣେ … Read More

କୁହୁଡି ପାଇଁ ଅବତରଣ କରିପାରିଲାନି ମୋଦିଙ୍କ ହେଲିକପ୍ଟର

ପଶ୍ଚିମବଙ୍ଗ : ଘନ କୁହୁଡି କାରଣରୁ ଅବତରଣ କରିପାରିଲାନି ପ୍ରଧାନମନ୍ତ୍ରୀ ମୋଦିଙ୍କ ହେଲିକପ୍ଟର । ପଶ୍ଚିମବଙ୍ଗର ତାହେରପୁର ଅବତରଣ ନ କରିପାରିବାରୁ ଫେରିଆସିଲା ହେଲିକପ୍ଟର । ପଶ୍ଚିମବଙ୍ଗ ନଦିଆର ତାହେରପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟକ୍ରମ ରହିଥିଲା । କୋଲକତା ଏୟାରପୋର୍ଟରେ ମୋଦିଙ୍କ ବିମାନ … Read More

ଇମ୍ରାନ୍ ଖାନ୍ ଓ ପତ୍ନୀଙ୍କୁ ୧୭ ବର୍ଷ ଜେଲ ଦଣ୍ଡାଦେଶ

କରାଚୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇର ସଂସ୍ଥାପକ ଇମ୍ରାନ୍ ଖାନ୍ ଏବଂ ପତ୍ନୀ ବୁଶରା ବିବିଙ୍କୁ ଜେଲ୍ ଦଣ୍ଡାଦେଶ ହୋଇଛି । ଆଜି ପାକିସ୍ତାନର ସ୍ଵତନ୍ତ୍ର କୋର୍ଟ ୧୭ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି । ଉଭୟଙ୍କୁ ୧ କୋଟି … Read More

ଦିଲ୍ଲୀ ଏୟାରପୋର୍ଟରେ ଯାତ୍ରୀଙ୍କୁ ପିଟିଲେ ପାଇଲଟ

ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ଅଜବ ଘଟଣା । ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ଜଣେ ଯାତ୍ରୀ ଉପରେ ଆକ୍ରମଣ କରିଛନ୍ତି । ଏୟାରଲାଇନ ଯାଞ୍ଚ ନିର୍ଦ୍ଦେଶ ହେବା ପରେ ଅଭିଯୁକ୍ତ ପାଇଲଟଙ୍କୁ ନିଲମ୍ବିତ କରାଯାଇଛି । ଭିଡିଓ ସୋସିଆଲ ମିଡିଆରେ ଆସିବା … Read More

ରାଜଧାନୀ ଏକ୍ସପ୍ରେସ୍ ଧକ୍କାରେ ୮ ହାତୀ ମୃତ

ହୋଜାଇ : ୮ଟା ହାତୀକୁ ଧକ୍କା ଦେଇ  ଲାଇନଚ୍ୟୁତ ହେଲା ରାଜଧାନୀ ଏକ୍ସପ୍ରେସ । ବିଳମ୍ବିତ ରାତିରେ   ଆସାମର ହୋଜାଇ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । ସାଇରାଙ୍ଗ-ନୂଆଦିଲ୍ଲୀ ଏକ୍ସପ୍ରେସର ୫ଟି କୋଚ୍  ଓ ଇଂଜିନ ଲାଇନଚ୍ୟୁତ ହୋଇଛି । ବିଳମ୍ବିତ ରାତିରେ … Read More

ସିରିଆରେ ISIS ଉପରେ ଆମେରିକାର ଆକ୍ରମଣ

ଆମେରିକା : ସିରିଆରେ ବର୍ଷିଲା ନିଆଁ, ଥରିଲା ISIS । ସିରିଆରେ ISIS ଉପରେ ଆମେରିକାର ଭୟଙ୍କର ଆକ୍ରମଣ । ଧ୍ବଂସ ହୋଇଛି ୭୦ରୁ ଅଧିକ ISIS ଆଡ୍ଡା । ଗତକାଲି ରାତିରେ ସିରିଆର ISIS ଆତଙ୍କବାଦୀଙ୍କ ବିରୋଧରେ ବଡ଼ ଧରଣର ସାମରିକ … Read More

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଆଉ ମିଳିବନି ପେଟ୍ରୋଲ, ଡିଜେଲ

ଭୁବନେଶ୍ବର: ଏଣିକି ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ପେଟ୍ରୋଲ ପମ୍ପରେ ମିଳିବନି ପେଟ୍ରୋଲ, ଡିଜେଲ। ଗାଡ଼ିରେ ତେଳ ପକାଇବା ପୂର୍ବରୁ ଦେଖାଇବାକୁ ପଡ଼ିବ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(ପିୟୁସିସି)। ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା ପକ୍ଷରୁ ଏ ସମ୍ପର୍କରେ ତୈଳ କମ୍ପାନୀଗୁଡ଼ିକୁ ଚିଠି ଲେଖି … Read More