ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି

ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। … Read More

ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି

ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍‌ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍‌ଦାର। … Read More

ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ  ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। ​‌େ​‌ଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ପ୍ରତିରକ୍ଷା ଉତ୍ପାଦନ ବିଭାଗରେ … Read More

KLM ଫ୍ଲାଇଟକୁ ବୋମା ଧମକ

ହାଇଦ୍ରାବାଦ :  ଆମଷ୍ଟରଡାମରୁ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସୁଥିବା KLM ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଧମକ ଆସିବା ପରେ ହଇଚଇ ସୃଷ୍ଟି କରିଛି । ବିଳମ୍ବିତ ରାତିରେ ମେଲ୍ ଆସିବା ପରେ ସୁରକ୍ଷା ଏଜେନ୍ସିଗୁଡିକୁ ସତର୍କ … Read More

ମଝି ଆକାଶରେ ଇଞ୍ଜିନ୍ ଫେଲ୍, ଏମରଜେନ୍ସି ଲ୍ୟାଣ୍ଡିଂ କଲା ବିମାନ

ନୂଆଦିଲ୍ଲୀ : ମଝି ଆକାଶରେ ବିମାନର ଇଞ୍ଜିନ୍ ଫେଲ୍ । ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେବାରୁ ଜରୁରୀ ଅବତରଣ  ହୋଇଥିବା ସୂଚନା ମିଳିଛି ।ସୂଚନାନୁଯାୟୀ, ଏମରଜେନ୍ସି ଲ୍ୟାଣ୍ଡିଂ କଲା ଏୟାର ଇଣ୍ଡିଆ ବିମାନ । … Read More

ବାଂଲାଦେଶରେ ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ: ଶେଖ୍ ହସିନା

ବାଂଲାଦେଶ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବଡ଼ ବୟାନ । ଭାରତ-ବିରୋଧୀ ମନୋଭାବ ପଛରେ ଉଗ୍ରବାଦୀଙ୍କ ହାତ। ୟୁନୁସ୍ ସରକାର ଅପରାଧୀଙ୍କୁ ପ୍ରଶ୍ରୟ ଦେଉଛନ୍ତି । ଉଗ୍ରବାଦୀଙ୍କୁ ଉତ୍ସାହିତ କରୁଥିବା ହସିନା ଅଭିଯୋଗ କରିଛନ୍ତି । ଯେଉଁମାନେ ମୋତେ ଦେଶ … Read More

ପୁଣି ଷଡ଼ଯନ୍ତ୍ର କରୁଛି ପାକିସ୍ତାନ, ସୀମା ଆରପାରିରେ ସକ୍ରିୟ ଆତଙ୍କୀ କ୍ୟାମ୍ପ

ନୂଆଦିଲ୍ଲୀ:  ବିଏସଏଫର ବଡ଼ ସୂଚନା ।  ସୀମା ଆରପାରିରେ ପୁଣି ସକ୍ରିୟ ଆତଙ୍କବାଦୀ କ୍ୟାମ୍ପ । ପାକିସ୍ତାନ ସୀମାରେ ଜୈସ-ଇ-ମହମ୍ମଦର ୯ଟି ନୂଆ ଆଡ୍ଡା ଥିବା ସୂଚନା ମିଳିଛି ।  ଅପରେସନ୍ ସିନ୍ଦୂର ପରେ ପୁଣି ଷଡ଼ଯନ୍ତ୍ର କରୁଛି ପାକିସ୍ତାନ ।  … Read More

ଜାନୁଆରୀ ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ

ଭୁବନେଶ୍ବର: ଜାନୁଆରୀ ପହିଲାରୁ ରାଜ୍ୟରେ ଯାନବାହନ ଯାଞ୍ଚ କଡ଼ାକଡ଼ି ହେବ। ଏ ନେଇ ସୋମବାର ସୂଚନା ଦେଇଛନ୍ତି ପରିବହନ ଆୟୁକ୍ତ ଅମିତାଭ ଠାକୁର। ସେ କହିଛନ୍ତି ଯେ, ଏମଭିଆଇ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତେ ସଡ଼କ ସୁରକ୍ଷା … Read More

ଘରୋଇ ସ୍କୁଲ ପରିସରରେ ଆମ୍ବ ଗଛରୁ ପଡ଼ି ଚାଲିଗଲା ଛାତ୍ରଙ୍କ ଜୀବନ

ମୁନିଗୁଡ଼ା: ସ୍କୁଲ ପରିସରରେ ଥିବା ଏକ ଆମ୍ବ ଗଛରୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅନ୍ତଗର୍ତ ଏକ ଘରୋଇ ସ୍କୁଲରେ ଏହି ଅଭାବନୀୟ ଘଟଣା ଘଟିଛି। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ବିଷମକଟକର ଏକ ଘରୋଇ … Read More

ବ୍ରାହ୍ମଣୀରେ ବୁଡ଼ି ଯୁବକ-ଯୁବତୀ ମୃତ

ସୁନ୍ଦରଗଡ଼: ବ୍ରାହ୍ମଣୀ ନଦୀରେ ବୁଡ଼ି ଚାଲିଗଲା ଯୁବକଯୁବତୀଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବଣାଇ ଅଞ୍ଚଳରୁ ସାମ୍ନାକୁ ଆସିଛି। ସୋମବାର ଚାନ୍ଦିପୋଷ ଥାନା ବୀରତୋଳା ମନ୍ଦିର ନିକଟରୁ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ … Read More